କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ୍ ଅନାଥ: ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସବୁ ଛାଡ଼, ଲାଗୁହେଲା ନୂଆ ନିୟମ
ଭୁବନେଶ୍ୱର: କୋଭିଡ-୧୯ ମହାମାରୀ ଦୁଇ ବର୍ଷରୁ ଅଧିକ ସମୟ ଧରି ସମଗ୍ର ବିଶ୍ୱକୁ କବଜା କରି ରଖିଥିଲା । ତେବେ କୋଭିଡରେ ପିତାମାତାଙ୍କୁ ହରାଇଥିବା ଅନାଥ ପିଲାଙ୍କ ପାଇଁ ଏକ ଭଲ ଖବର ଆସିଛି । ଏଣିକି କୋଭିଡ ଅନାଥଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପାଠ ପଢ଼ିବାର ସୁଯୋଗ ମିଳିବ । ଏମପି କୋଟା ଉଚ୍ଛେଦ କରି କୋଭିଡ ଅନାଥ ବ୍ୟବସ୍ଥା କେନ୍ଦ୍ରୀୟ ବିଦ୍ୟାଳୟ ତରଫରୁ ଲାଗୁ କରାଯାଇଛି । ନୂଆ ବ୍ୟବସ୍ଥା ଅନୁଯାୟୀ, ଏଣିକି ବାର୍ଷିକ ୧୦ […]
Continue Reading
