ଖାଲି ପେଟରେ ଏସବୁ ଖାଇବା ମନା
ସକାଳ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ଖୁବ୍ ଜରୁରୀ। ସକାଳେ ଆମେ ଯାହା ବି ଖାଉ, ଶରୀର ଉପରେ ତା’ର ସବୁଠୁ ଅଧିକ ପ୍ରଭାବ ପଡିଥାଏ। ତେଣୁ ସକାଳ ଖାଦ୍ୟ ଯେତେ ସନ୍ତୁଳିତ, ପୋଷଣଯୁକ୍ତ ହେବ ସେତେ ଭଲ। କିନ୍ତୁ କେତେକେ ସକାଳେ କଫି/ଚା’ ପିଇବାକୁ ଭଲ ପାଆନ୍ତି। ହେଲେ ସକାଳୁ ଖାଲି ପେଟରେ ଏହାକୁ ପିଇବା ସ୍ବାସ୍ଥ୍ୟପ୍ରଦ ନୁହେଁ। ଯଦି କଫି/ଚା’ ପିଇବା ନିହାତି ଆବଶ୍ୟକ, ତା’ହେଲେ ପ୍ରଥମେ ପାଣି ପିଅନ୍ତୁ। ତା’ପରେ ଏହା ସହିତ ରୁଟି, […]
Continue Reading
