ବଲାଙ୍ଗିର ମେଡିକାଲ ଛାତ୍ରଙ୍କ ମୃତ୍ୟୁ ଘଟଣା: ସାମ୍ନାକୁ ଆସିଲା ମୋବାଇଲ ଚାଟିଂ, ଏବେ ଫିଟିବ ପରଦା ପଛର ଅସଲ ରହସ୍ୟ
ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲା ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ମୃତ୍ୟୁବରଣ କରିଥିବା ଛାତ୍ରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି । ନିଶାନ୍ତ ତାଙ୍କର ଜଣେ ବିଦେଶୀ ବନ୍ଧୁଙ୍କ ସହ ମୋବାଇଲରେ ଚାଟିଂ କରିଥିବା ଜଣାପଡ଼ିଛି । ନିଶାନ୍ତଙ୍କୁ ସିନିୟରମାନେ ର୍ୟାଗିଂ କରିବା ସହ ଖେଳ ପଡ଼ିଆକୁ ଜୋରଜବରଦସ୍ତ ଡାକି ନେଉଥିଲେ । ଜୁନିୟରଙ୍କୁ ସିନିୟରଙ୍କ ସହ ଖେଳିବାକୁ ଓ ପାର୍କ ଯିବାକୁ ଅନୁମତି ମିଳୁନଥିଲା । ସିନିୟରଙ୍କ ବିରୋଧରେ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିବାକୁ […]
Continue Reading
