ଡେପୁଟି ରେଞ୍ଜରଙ୍କ ସନ୍ଦେହଜନକ ମୃତ୍ୟୁ ,ପୋଲିସର ଛାନଭିନ ଜାରି
ରାୟଗଡା : ଡେପୁଟି ରେଞ୍ଜରଙ୍କ ସନ୍ଦେହ ଜନକ ମୃତ୍ୟୁ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବନାଞ୍ଚଳରେ କାର୍ଯ୍ୟରତ ଡେପୁଟି ରେଞ୍ଜର ଜଗମୋହନ ଭୋଇଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ଡେପୁଟି ରେଞ୍ଜରଙ୍କ ସରକାରୀ ବାସ ଭବନରୁ ତାଙ୍କ ମୃତ ଦେହ ଜବତ କରିଛି ପୋଲିସ । ଘଟଣା ସ୍ଥଳରେ ସ୍ଥାନୀୟ ତହସିଲଦାର ଓ ଥାନା ଅଧିକାରୀ ପହଁଞ୍ଚି ତଦନ୍ତ କରୁଛନ୍ତି । ତେବେ ମୃତ୍ୟୁର କାରଣ କରଣ ତାହା ଅସ୍ପଷ୍ଟ ରହିଛି । ବ୍ରଜ […]
Continue Reading
