ଦିଲ୍ଲୀରେ ସାମ୍ବାଦିକଙ୍କ ବେଡ଼ି ମାମଲା: କେନ୍ଦ୍ର ଗୃହମନ୍ତ୍ରାଳୟକୁ ଚିଠି ଲେଖିଲା ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ
ଦିଲ୍ଲୀ : ଦିଲ୍ଲୀରେ ପହଞ୍ଚିଲାଣି ନୀଳଗିରିରେ ସାମ୍ବାଦିକଙ୍କ ଗୋଡରେ ବେଡ଼ି ପକାଯିବା ମାମଲା । ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ ଏହି ଘଟଣା ନେଇ ଗଭୀର ଉଦବେଗ୍ ପ୍ରକାଶ କରିବା ସହ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ଚିଠି ଲେଖିଛି । ସାମ୍ବାଦିକଙ୍କ ଉପରେ ହୋଇଥିବା ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ କଡା ନିନ୍ଦା କରିବା ସହ କେନ୍ଦ୍ର ଗୃହ ମନ୍ତ୍ରାଳୟ ତୁରନ୍ତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଛି । ଏଡିଟର୍ସ ଗିଲ୍ଡ ହେଉଛି, ଜାତୀୟ ସ୍ତରରେ ସାମ୍ବାଦିକଙ୍କ ସୁରକ୍ଷା ଓ […]
Continue Reading
