କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ : କାଲିଠୁ ୨ ଦିନ ଭାରତ ବନ୍ଦ
ନୂଆଦିଲ୍ଲୀ: ଆସନ୍ତାକାଲି ଏବଂ ମାର୍ଚ୍ଚ ୨୯, ୨ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ଦେଶବ୍ୟାପୀ ଏହି ବନ୍ଦ ଡାକରା ଦେଇଛି। ଏହି ଆନ୍ଦୋଳନରେ ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ସାମିଲ ହେବା ପାଇଁ ନିଷ୍ପତ୍ତ ନେଇଛି। ପବ୍ଲିକ୍ ସେକ୍ଟର ବ୍ୟାଙ୍କ ଗୁଡ଼ିକୁ ଘରୋଇକରଣ ଓ Banking Laws Amendment Bill କୁ ବିରୋଧ କରି ବ୍ୟାଙ୍କ ସଂଘ ଗୁଡ଼ିକ ଏହି […]
Continue Reading
