ବାହାନଗା ଟ୍ରେନ ଟ୍ରାଜେଡି: ଦୁର୍ଘଟଣାସ୍ଥଳରୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ
ବାଲେଶ୍ୱର: ବାଲେଶ୍ୱରରେ ଟ୍ରେନ ଦୁର୍ଘଟଣା ସାରା ଦେଶରେ ଶୋକର ଛାୟା ଖେଳାଇ ଦେଇଛି । ମୃତ୍ୟୁସଂଖ୍ୟା ଥମିବାର ନାଁ ଧରୁନି । ଏଭଳି ଏକ ହୃଦୟ ବିଦାରକ ଦୁର୍ଘଟଣା ପରେ ବର୍ତ୍ତମାନ ଦୁର୍ଘଟଣାସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ସମସ୍ତ ଟିକନିକ୍ କ୍ଷେତ୍ର ବୁଲି ଦେଖିବା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଫୋନ୍ କରିଛନ୍ତି ପ୍ରଧାନମନ୍ତ୍ରୀ । ଦୁର୍ଘଟଣାସ୍ଥଳରୁ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଫୋନ କରି କଥା ହୋଇଛନ୍ତି ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ […]
Continue Reading
