ନୀତା ଅମ୍ବାନିଙ୍କ ପକ୍ଷରୁ ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ଲାଟଫର୍ମ “ହର-ସର୍କଲ୍’ର ହିନ୍ଦୀରେ ଶୁଭାରମ୍ଭ
ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରପର୍ସନ (ଅଧ୍ୟକ୍ଷା) ନୀତା ଅମ୍ବାନି “ହର-ସର୍କଲ୍’ର ହିନ୍ଦୀ ଆପ୍କୁ ଉନ୍ମୋଚନ କରିଛନ୍ତି । ହର-ସର୍କଲ୍ ହେଉଛି ମହିଳାମାନଙ୍କ ଲାଗି ଏକ ବିଶିଷ୍ଟ ପ୍ଲାଟଫର୍ମ ଯାହା ମହିଳାମାନଙ୍କ ସଶକ୍ତୀକରଣ ଲାଗି କାର୍ଯ୍ୟ କରୁଛି । ବର୍ଷକ ପୂର୍ବରୁ ଉନ୍ମୋଚନ କରାଯାଇଥିବା ଏହି ପ୍ଲାଟଫର୍ମ ଏହାର ପ୍ରଥମ ବର୍ଷରେ ୪ କୋଟି ୨୦ ଲକ୍ଷରୁ ଅଧିକ ଲୋକଙ୍କ ନିକଟରେ ପହଂଚିପାରିଛି । ଏହା ହେଉଛି ଭାରତରେ ମହିଳାମାନଙ୍କ ମଧ୍ୟରେ ସବୁଠୁ ଦ୍ରୁତ […]
Continue Reading
