ଆଇପିଏଲ ନିଲାମ: ଓଡିଶାର ଶୁଭ୍ରାଂଶୁଙ୍କ ୨୦ ଲକ୍ଷରେ କିଣିଲା ଚେନ୍ନାଇ

ଭୁବନେଶ୍ୱର: ଓଡିଶାର ଶୁଭ୍ରାଂଶୁ ସେନାପତିଙ୍କୁ ଚଳିତ ଆଇପିଏଲ ମେଗା ନିଲାମରେ ଚେନ୍ନାଇ ସୁପର କିଙ୍ଗସ ୨୦ ଲକ୍ଷରେ କ୍ରୟ କରିଛି । ନିକଟରେ ଶୁଭ୍ରାଂଶୁ ବିଜୟ ହଜାରେ ଟ୍ରଫିରେ ଓଡିଶାର ନେତୃତ୍ୱ ନେଇଥିଲେ । ସେ ଆନ୍ଧ୍ରପ୍ରଦେଶ ବିପକ୍ଷରେ ଆକର୍ଷଣୀୟ ଶତକ ହାସଲ କରିଥିଲେ । ଡିସେମ୍ବରରେ ତାଙ୍କୁ ଚେନ୍ନାଇ ଟ୍ରାଏଲ ପାଇଁ ଡକାଇଥିଲା । ଲକ୍ଷ୍ମୀପତି ବାଲାଜୀ, ଅରୁଣ କାର୍ତିକ ଓ ଅମ୍ବାତି ରାୟୁଡୁ ଟ୍ରାଏଲରେ କେନ୍ଦୁଝରର ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁଙ୍କ ପ୍ରଦର୍ଶନରେ ପ୍ରଭାବିତ ହୋଇଥିଲେ […]

Continue Reading

ବିଶ୍ୱ ରେଡ଼ିଓ ଦିବସ: ଏବେ ବି ରେଡ଼ିଓ ସବୁଠୁ ଆଗରେ

ଭୁବନେଶ୍ୱର: ବିଶ୍ୱ ରେଡ଼ିଓ ଦିବସ । ଆଜି ଫେବୃଆରୀ ୧୩ ତାରିଖ । ଏହି ଦିବସଟି ଦେଶବାସୀଙ୍କ ପାଇଁ ବେଶ ମହତ୍ତ୍ୱ ରଖେ । ପ୍ରତି ସମୟରେ ଲୋକମାନଙ୍କ ମନୋରଞ୍ଜନ କରୁଥିବା ରେଡ଼ିଓ ପାଇଁ ଦିନଟିଏ । ଆଜିର ଏହି ଦିନରେ ବିଶ୍ୱ ଆଜି ପାଳନ କରୁଛି ବିଶ୍ୱ ରେଡ଼ିଓ ଦିବସ । ୟୁନେସ୍କୋରେ ୨୦୧୧ ମସିହା ନଭେମ୍ବରରେ ନିଷ୍ପତ୍ତି ହୋଇଥିଲା ବିଶ୍ୱ ରେଡ଼ିଓ ଦିବସ ପାଳନ କରିବାର । ମାନବୀୟ ଜୀବନ ରେଡ଼ିଓର ପରାକାଷ୍ଠା, ରେଡିଓର […]

Continue Reading

ଗୋଟିଏ ଦିନରେ ବାପା ହେବା ସହ କୋଟିପତି ଖେଳାଳି ହେଲେ ଶିବମ ଦୁବେ

ନୂଆଦିଲ୍ଲୀ: କ୍ରିକେଟର ଶିବମ ଦୁବେଙ୍କ ପାଇଁ ଆଜିର ଦିନ ସ୍ମରଣୀୟ ହୋଇ ରହିବ । ସେ ଗୋଟିଏ ଦିନରେ କୋଟିପତି ହେବା ସହ ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ଆଇପିଏଲ ନିଲାମରେ ଚେନ୍ନାଇ ସୁପର କିଙ୍ଗସ ତାଙ୍କୁ ୪ କୋଟି ଟଙ୍କାରେ କ୍ରୟ କରିଛି । ଅଲରାଉଣ୍ଡର ଶୁଭମଙ୍କ ବେସ ପ୍ରାଇସ ୫୦ଲକ୍ଷ ରହିଥିଲା । ଅପରପକ୍ଷରେ ପତ୍ନୀ ଅଞ୍ଜୁମ ଖାଁ ପୁତ୍ର ସନ୍ତାନ ଜନ୍ମ କରିଛନ୍ତି । ଅବଶ୍ୟ ୨୦୧୯ ତୁଳନାରେ ଶିବମଙ୍କ […]

Continue Reading

ଓଡ଼ିଶାରେ ରେଡିଓର ଜୟଯାତ୍ରା

ସୁବ୍ରତ କୁମାର ପତି ଗୋଟିଏ ସମୟରେ ମୁର୍ମୂଷୁ  ହୋଇଛି। ରେଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ “ମନ୍ କୀ ବାତ୍” କାର୍ଯ୍ୟକ୍ରମ ଆକାଶବାଣୀ ପ୍ରତି ଲୋକଙ୍କ ଆଗ୍ରହ ବଢାଇଥିବା ବେଳେ ମନୋରଞ୍ଜନ କ୍ଷେତ୍ରରେ ଘରୋଇ ରେଡିଓ ଚ୍ୟାନେଲଙ୍କ ପ୍ରବେଶ ରେଡିଓକୁ ଅଧିକ ପ୍ରାଣବନ୍ତ ଓ ସ୍ପନ୍ଦନଶୀଳ କରିଛି। ଆମ ରାଜ୍ୟରେ ବି ରେଡିଓର ବ୍ୟବହାର ବଢ଼ିଛି, ଶ୍ରୋତାଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏବେ ପୁଣି ରାଜ୍ୟବାସୀ ଖୁବ୍ ଶୀଘ୍ର ଆହୁରି କିଛି ରେଡିଓ ଷ୍ଟେସନ […]

Continue Reading

ରୁଷ ସୀମାରେ ଆମେରିକାର ଆଣବିକ କ୍ଷମତାସମ୍ପନ୍ନ ବୁଡାଜାହାଜ

ମସ୍କୋ: ୟୁକ୍ରେନ ବିବାଦ ଧିରେ ଧିରେ ତୃତୀୟ ବିଶ୍ୱଯୁଦ୍ଧ ମୁହାଁ ହେଉଛି କହିଲେ ଭୁଲ ହେବନି । ଏହା ମଧ୍ୟରେ ରବିବାର ଆମେରିକାର ଆଣବିକ କ୍ଷମତାସମ୍ପନ୍ନ ବୁଡାଜାହଜ ରୁଷ ସୀମାରେ ନିୟୋଜିତ ହୋଇଛି । ଏହା ସାମୁଦ୍ରିକ ସୀମା ଉଲ୍ଲଂଘନ କରିଥିବା ରୁଷ ଅଭିଯୋଗ କରିଥିଲେ ମଧ୍ୟ ଆମେରିକା ଏହାକୁ ଖଣ୍ଡନ କରିଛି । ରୁଷର ଯୁଦ୍ଧ ଜାହଜ ଏବଂ ନୌସେନା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରୁ ଆମେରିକା ବୁଡା ଜାହଜ ପଛଘୁଂଚା ଦେଇଥିଲା । ତେବେ […]

Continue Reading

ଡାଇନୋସରଙ୍କୁ ବି ଥଣ୍ଡା, କାଶ ହେଉଥିଲା !

ନୂଆଦିଲ୍ଲୀ: ବିଲୁପ୍ତ ପ୍ରାଣୀ ଡାଇନୋସର ନେଇ ବିଭିନ୍ନ ତଥ୍ୟ ଗବେଷକମାନେ ପ୍ରଦାନ କରିବାରେ ଲାଗିଛନ୍ତି । ପୂର୍ବରୁ ଜୀବାଶ୍ମରୁ ହାଡଜନିତ ସମସ୍ୟା ଏବଂ କର୍କଟ ରୋଗ ହେଉଥିବା ଜଣାପଡିଥିଲା । ସାଇଟିଂଫିକ ଜର୍ଣ୍ଣାଲରେ ପ୍ରକାଶିତ ଖବର ଅନୁସାରେ ଡଲି ନାମକ ଡାଇନୋସର ଥଣ୍ଡାରେ ସଂକ୍ରମିତ ହୋଇଥିଲା । ଥଣ୍ଡା, କାଶ ଏବଂ କଫରେ ସଂକ୍ରମିତ ହୋଇ ସେ ମରିଥିଲା । ୧୫ କୋଟି ବର୍ଷ ତଳର ସାରୋପୋଡସ ଜାତୀୟ ଏହି ଡାଇନୋସେର ୧୮ ମିଟର ଲମ୍ବା ଥିଲା […]

Continue Reading

ଗିରଫ ହେଲେ ସୁନ୍ଦରଗଡ଼ର କୋଟିପତି ଏଡିଏମ୍ ବିଶ୍ୱଜିତ ମହାପାତ୍ର

ସୁନ୍ଦରଗଡ଼: ଅତିରିକ୍ତ ଜିଲ୍ଲାପାଳଙ୍କୁ ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ । ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଦୁଇ ଦିନର ମାରାଥନ୍ ରେଡ୍ ଓ ଜେରା ପରେ ତାଙ୍କୁ ଗିରଫ କରାଯାଇଛି । କୋଟିପତି ଏଡିଏମ୍ ଓ ତାଙ୍କ ପତ୍ନୀଙ୍କ ନାଁରେ ବିପୁଳ ସମ୍ପତ୍ତି ଠାବ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସୁନ୍ଦରଗଡ଼ ଏଡିଏମ୍ ବିଶ୍ୱଜିତ୍ ମହାପାତ୍ରଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ […]

Continue Reading

ଭାରତକୁ ଆମେରିକାର ଚେତାବନୀ, ଏଲଏସିରେ ଆକ୍ରମଣ କରିପାରେ ଚୀନ୍

ନୂଆଦିଲ୍ଲୀ : ଭାରତକୁ ଆମେରିକାର ଚେତାବନୀ । ଚୀନ ପଟୁ ମାଡି ଆସିପାରେ ବିପଦ । ଏନେଇ ଭାରତକୁ ସତର୍କ କରାଇଛି ଆମେରିକା । ବିଶେଷ କରି ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଚୀନ ନିଜର ଦବଦବା ଜାହିର କରିବା ସହ ଭାରତ ଉପରେ ଆକ୍ରମଣ କରିପାରେ ବୋଲି କହିଛି ଆମେରିକା । ହ୍ବାଇଟ ହାଉସ ପକ୍ଷରୁ କୁହାଯାଇଛି ଯେ, ଭାରତ-ପ୍ରଶାନ୍ତ ଅଞ୍ଚଳରେ ସ୍ଥିରତା ବଜାୟ ରଖିବା ଆମେରିକା ଚାହେଁ । ଦକ୍ଷିଣ ଏସିଆରେ ସ୍ଥିରତା ବଜାୟ […]

Continue Reading

ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ

ଓ୍ବାସିଙ୍ଗଟନ୍ : ଦିନକୁ ଦିନ ତୀବ୍ର ହେଉଛି ଋଷ ଓ ୟୁକ୍ରେନ୍ ମଧ୍ୟରେ ବିବାଦ । ଯେକୌଣସି ମୁହୂର୍ତ୍ତରେ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ଋଷ । ଏନେଇ ସତର୍କ କରିଛି ଆମେରିକା । ଏହାସହ ଯେତେଶୀଘ୍ର ୟୁକ୍ରେନ୍ ଛାଡିବାକୁ ଆମେରିକୀୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହ୍ବାଇଟ୍ ହାଉସ ଜାତୀୟ ନିରାପତ୍ତା ପରାମର୍ଶଦାତା ଜେକ୍ ସୁଲିଭାନ । ୟୁକ୍ରେନ୍ ଉପରେ ଋଷ ସିରିଜ ବୋମାମାଡ ଓ କ୍ଷେପଣାସ୍ତ୍ର ମାଡ଼ କରିବ ବୋଲି ସେ ଚେତାବନୀ ଦେଇଛନ୍ତି । ଏହି […]

Continue Reading

ପରିବାର ଲୋକେ ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ, ବିଷ ପିଇଦେଲେ ଦଶମ ଶ୍ରେଣୀ ଛାତ୍ରୀ

ମାଲକାନଗିରି :ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ । ପରିବାର ଲୋକ ସ୍କୁଲ ଯିବାକୁ ବାଧ୍ୟ କରିବାରୁ ଜଣେ ଦଶମ ଶ୍ରେଣୀ ଛାତ୍ରୀ ବିଷପିଇ ଆତ୍ମହତ୍ୟା କରିଛନ୍ତି । ମାଲକାନଗିରି ଜିଲ୍ଲା ଭୀମାରାଙ୍ଗୀନ ଗାଁରେ ଏପରି ଦୁଃଖ ଦାୟକ ଘଟଣା ଘଟିଛି । ଛାତ୍ରୀ ଜଣଙ୍କ ସତୀଗୁଡ଼ା ହାଇସ୍କୁଲରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ । ରାଜ୍ୟରେ ସଂକ୍ରମଣ ହ୍ରାସ ପାଇବା ପରେ ୭ ତାରିଖ ଦିନ ଅଷ୍ଟମ କ୍ଲାସରୁ ଉପକୁ ସମସ୍ତ ଶ୍ରେଣି ଖୋଲିଥିଲା […]

Continue Reading