କଟା ଡ୍ରେସ ପିନ୍ଧିଲେ ଦିଅଁ ଦର୍ଶନ ମନା: ଶ୍ରଦ୍ଧାଳୁଙ୍କ ପୋଷାକ ଉପରେ ଲାଗିଲା କଟକଣା
ପୁରୀ: ଏଣିକି ଶ୍ରୀମନ୍ଦିର ଯିବା ପାଇଁ ଭକ୍ତଙ୍କଙ୍କ ପୋଷାକ ଉପରେ ଲାଗିବାକୁ ଯାଉଛି କଟକଣା । ଅଙ୍ଗ ପ୍ରଦର୍ଶନ କରୁଥିବା ଭଳି କିଛି ଡ୍ରେସ ପିନ୍ଧିଲେ ମନ୍ଦିର ଭିତରକୁ ଯିବାକୁ ଅନୁମତି ମିଳିବ ନାହିଁ । ଶରୀର ସମସ୍ତ ଅଙ୍ଗକୁ ଢାଙ୍କିବା ପରେ ହିଁ ମନ୍ଦିର ଭିତରକୁ ଯାଇପାରିବେ ଶ୍ରଦ୍ଧାଳୁ । ମନ୍ଦିର ପରିସରରେ ପାଶ୍ଚାତ୍ୟ ପୋଷାକ ଉପରେ ଲାଗିପାରେ ବ୍ୟାନ । ଅନେକ ଦିନରୁ ଏ ନେଇ ତର୍ଜମା ଚାଲିଥିବା ବେଳେ ବର୍ତ୍ତମାନ ଏହା କାର୍ଯ୍ୟକାରୀ ହେବାକୁ […]
Continue Reading
