ଗନ୍ ପଏଣ୍ଟରେ ମହିଳାକୁ ଦୁଷ୍କର୍ମ ଘଟଣା: ବିଜେପିର ୧୨ ଘଣ୍ଟିଆ ବନ୍ଦ ଡାକରା

ଜୟପୁର: ଜୟପୁର ବାଗମୁଣି ଗାଁ ଗଣ ଗଣଦୁଷ୍କର୍ମ ଘଟଣା । ସ୍ୱାମୀ ଓ ପୁଅକୁ ଗନ୍ ପଏଣ୍ଟରେ ରଖି ମହିଳାଙ୍କୁ ଦୁଷ୍କର୍ମ ଘଟଣା ଆଜକୁ ଦୀର୍ଘ ୬ ଦିନ ବିତି ଯାଇଥିଲେ ବି ପୋଲିସ ମାମଲା ରୁଜୁ କରି ଚୁପ ବସିଛି । ଏନେଇ ଆଜି ଜୟପୁରରେ ବିଜେପି ନେତା ଗୌତମ ସାମନ୍ତରାୟଙ୍କ ନେତୃତ୍ୱରେ ସକାଳ ୬ଟା ରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବିଜେପି ପକ୍ଷରୁ କହୁହାଯାଇଛି ‘ବିପର୍ଯ୍ୟସ୍ତ ଆଇନ […]

Continue Reading

ମାଡ଼ିଲା ବିପଦ: ଓଡ଼ିଶାରୁ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ ।ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି । ସମ୍ପୃକ୍ତ ୫ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଛି ବୋଲି ଆଇଏଲଏସ କହିଛି । ଅନ୍ୟପଟେ କୋଭିଡ ମୁକାବିଲା ନେଇ ୮ଟି ରାଜ୍ୟକୁ ଚିଠି […]

Continue Reading

ଶ୍ରୀମନ୍ଦିରକୁ ୫ଲକ୍ଷ ଟଙ୍କା ସହ ୭ କେଜି ୬୬୨ ଗ୍ରାମ ୩ଟି ରୂପା ଗରା,ଥାଳି ଦାନ କଲେ ଭକ୍ତ

ପୁରୀ : ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ । ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳର ସୁବ୍ରତ ରଥ ନାମକ ଜଣେ ବ୍ୟକ୍ତି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ଉନ୍ନୟନ ପ୍ରଶାସକ ଶ୍ରୀ ଅଜୟ କୁମାର ଜେନାଙ୍କୁ ଭେଟି ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ଦାନ ଦେବା ସହ ମହାପ୍ରଭୁଙ୍କ ନିତ୍ୟ ବ୍ୟବହାର ନିମନ୍ତେ ମୋଟ ୭ କେଜି ୬୬୨ ମିଲି ଗ୍ରାମ ଓଜନର ୩ ଗୋଟି ରୁପା ଗରା,୩ ଗୋଟି ରୁପା ଥାଳି, ୬ଗୋଟି […]

Continue Reading

୧୬ ବର୍ଷରୁ କମ ବିଜୟ ମର୍ଚ୍ଚାଂଟ ଟ୍ରଫି: ଓଡିଶା ଦଳ ଘୋଷିତ

ଭୁବନେଶ୍ୱର: ଗୌହାଟୀରେ ୯ ଜାନୁୟାରୀ ୨୦୨୨ରେ ହେବାକୁ ଥିବା ୧୬ ବର୍ଷରୁ କମ ବିଜୟ ମର୍ଚ୍ଚାଂଟ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟ ପାଇଁ ୨୦ ଜଣିଆ ଓଡିଶା ଦଳ ଘୋଷଣା କରାଯାଇଛି । ଓସିଏ ସମ୍ପାଦକ ସଞ୍ଜୟ ବେହେରା ଏ ନେଇ ସୂଚନା ଦେଇଥିଲେ । ଶ୍ରେୟାଂଶ ଭରଦ୍ୱାଜ ଅଧିନାୟକ ଏବଂ କରନ ମହାପାତ୍ର ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ । ଓଡିଶା ଦଳ: ଶ୍ରେୟାଂଶ ଭରଦ୍ୱାଜ (ଅଧିନାୟକ), କରନ ମହାପାତ୍ର (ଉପ ଅଧିନାୟକ), ଆୟୂଶ ସୂତାର, ସୌରଭ […]

Continue Reading

ଇନୋଭେସନ୍‍ ରାଙ୍କିଂ ୨୦୨୧, କ୍ରମାଗତ ଦ୍ବିତୀୟ ବର୍ଷ ପାଇଁ ପ୍ରଥମ ସ୍ଥାନ ବଜାୟ ରଖିଲା କିଟ୍‍

ଭୁବନେଶ୍ବର : ଗବେଷଣା ଓ ସର୍ଜନା କ୍ଷେତ୍ରରେ କିଟ୍‍ ବିଶ୍ବବିଦ୍ୟାଳୟକୁ ମିଳିଛି ଭାରତ ସରକାରଙ୍କ ସ୍ବୀକୃତି । ଲଗାତାର ଦ୍ବିତୀୟ ବର୍ଷ ପାଇଁ ଅଟଳ ରାଙ୍କିଂ ଅଫ୍‍ ଇନ୍‍ଷ୍ଟିଚ୍ୟୁସନ୍‍ ଅନ୍‍ ଇନୋଭେସନ୍‍ ଆଚିଭମେଣ୍ଟରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିଟ୍‍ ବିଶ୍ବବିଦ୍ୟାଳୟ ପ୍ରଥମ ସ୍ଥାନରେ ରହିବାର ଗୌରବ ଅର୍ଜନ କରିଛି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଏଆରଆଇଆଇଏ-୨୦୨୧ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିଟ୍‍ ବିଶ୍ବବିଦ୍ୟାଳୟ ପ୍ରଥମ ସ୍ଥାନରେ ରହିଛି […]

Continue Reading

ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ପାନବରଜ ଦେଇ ୧୪ ବରଜିଙ୍କୁ ମିଳିଲା ୩୦ ଲକ୍ଷ ଟଙ୍କା

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଢ଼ିଙ୍କିଆ ନୂଆଗାଁ ଓ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେଏସଡବ୍ଲୁ ପ୍ରକଳ୍ପ ପାଇଁ ଜାରି ରହିଛି ପ୍ରଶାସନିକ କାର୍ଯ୍ୟ । ଆଜି ଢ଼ିଙ୍କିଆ ପଞ୍ଚାୟତର ପାଟଣା ଗାଁରେ ୮ଟି ପାନବରଜର ମାପଚୁପ କରାଯାଇଛି । ଢ଼ିଙ୍କିଆରେ ଆଜି ୨ଟି ପାନବରଜ ଭଙ୍ଗା ଯାଇଥିବା ବେଳେ, ଗୋବିନ୍ଦପୁର ଗାଁର ୫ଟି ବରଜ ଭଙ୍ଗା ଶେଷ ହୋଇଛି । କ୍ଷତିପୂରଣ ବାବଦକୁ ଗୋବିନ୍ଦପୁର ଗାଁର ୯ଟି ପାନବରଜ ପାଇଁ ୧୪ ଜଣ […]

Continue Reading

ରାଜ୍ୟରେ ୧୪ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୪ ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମୋଡରେ ୧୪ ଟି ସାଇବର ଥାନାର ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦିନକୁ ଦିନ ରାଜ୍ୟରେ ସାଇବର ଅପରାଧ ବଢିବାରେ ଲାଗିଛି । ଆଖି ପିଛୁଳାକେ ସାଇବର ଅପରାଧି ମାନେ ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି । ଏହା ସମାଜରେ ପ୍ରମୁଖ ଅପରାଧ ପାଲଟିଛି । ଭୁବନେଶ୍ୱର ଇମ୍ପୋଭ୍ୟାଲି ଓ ପାହାଳରେ […]

Continue Reading

ରିଲାଏନ୍ସ ଫାଉଣ୍ଡେସନ ହଜାର ହଜାର ପିଲାଙ୍କ ପାଇଁ ଆଣିଦେଲା ଉତ୍ସବର ଆନନ୍ଦ

ଭୁବନେଶ୍ବର : ଶେଷ ହେବାକୁ ଯାଉଛି ବର୍ଷ ୨୦୨୧ । ଆରମ୍ଭ ହେବ ନୂଆବର୍ଷ । ନୂଆବର୍ଷ ପାଳନ କରିବାକୁ ଦେଶବାସୀ ପ୍ରସ୍ତୁତ ଥିବା ବେଳେ, ରିଲାଏନ୍ସ ଫାଉଣ୍ଡେସନ ସମଗ୍ର ଭାରତରେ ପିଲାଙ୍କ ସହିତ ଏହି ଉତ୍ସବର ଆନନ୍ଦ ବାଣ୍ଟିବାର ପରମ୍ପରାକୁ ବଜାୟ ରଖିଛି । ଭୁବନେଶ୍ବର ସମେତ ଦେଶର ୧୧ଟି ସହରରେ ୨୬ଟି ଏନଜିଓ ସହଭାଗିତାରେ ଅବହେଳିତ ପୃଷ୍ଠଭୂମିରୁ ଆସିଥିବା ପ୍ରାୟ ୫୦୦୦ ପିଲାଙ୍କୁ ସ୍ବତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥିବା ଗୁଡିଜ୍‍ ବ୍ୟାଗ୍‍ ଏବଂ ଉପହାର […]

Continue Reading

ଗର୍ଭବତୀଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ

ରାୟଗଡା : ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗର୍ଭବତୀ ମହିଳାଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛିା ମହିଳାଙ୍କ ସ୍ୱାମୀ ଲିଙ୍ଗରାଜ ବାଗ ଏପରି ଅଭିଯୋଗ ଆଣିଛନ୍ତି । ମିଳିଥିବା ସୂଚନା ଅନୁସାରେ ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ କୁଟ୍ରାଗଡ ଗ୍ରାମରେ ଗର୍ଭବତୀ ମହିଳାଙ୍କ ଅଲଟ୍ରା ସାଉଣ୍ଡ କରିବା ପାଇଁ ତାଙ୍କ ପତି ବହୁ ସମୟ ଧରି ଅପେକ୍ଷା କରିଥିଲେ । ତାଙ୍କ ସ୍ୱାମୀ ଡାକ୍ତର ଜିତେନ୍ଦ୍ର ପାଣିଗ୍ରାହୀଙ୍କୁ ଶିଘ୍ର ଅଲଟ୍ରାସାଉଣ୍ଡ କରିବା ପାଇଁ […]

Continue Reading

୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ପାଇଁ କୌଣସି ଡାକ୍ତରୀ ପ୍ରମାଣପତ୍ରର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ସରକାର କହିଛନ୍ତି ଯେ ବର୍ତ୍ତମାନ ବୁଷ୍ଟର ଡୋଜ୍‌ ନେବାବେଳେ କୌଣସି ସାର୍ଟିଫିକେଟ୍ ଦେଖାଇବାର ଆବଶ୍ୟକତା ନାହିଁ। ଏହା ପୂର୍ବରୁ କୁହାଯାଇଥିଲା ଯେ ୬୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ପାଇଁ ଡାକ୍ତରୀ ପ୍ରମାଣପତ୍ର ପ୍ରସ୍ତୁତ କରିବାକୁ ପଡିବ। ବର୍ତ୍ତମାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ବୁଷ୍ଟର ଡୋଜ ନେବାବେଳେ ଏପରି ସାର୍ଟିଫିକେଟ୍ ଦେଖାଇବାର କୌଣସି ଆବଶ୍ୟକତା ନାହିଁ। କିଛି ଦିନ ପୂର୍ବରୁ ସରକାର ସ୍ୱାସ୍ଥ୍ୟ କର୍ମୀ ,ଫ୍ରଣ୍ଟଲାଇନ କର୍ମଚାରୀ […]

Continue Reading