ଆଜିଠାରୁ ତିନି ଦିନ ବର୍ଷିବ
ଭୁବନେଶ୍ବର: ଆଜିଠାରୁ ସାରା ରାଜ୍ୟରେ ବର୍ଷା । ସକାଳୁ ସକାଳୁ ଘନ କୁହୁଡି ସାଙ୍ଗକୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ ଲଗାଇଛି । ଘନ କୁହୁଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଓଡ଼ିଶାକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଏବଂ ଓ୍ବେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ଆଜିଠୁ ତିନି ଦିନ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝରରେ ସାମାନ୍ୟରୁ ମଧ୍ୟମ […]
Continue Reading
