ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା, ୫ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ଜିଲ୍ଳାପାଳ
ନବରଙ୍ଗପୁର: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ନବରଙ୍ଗପୁର ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତିମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଜିଲ୍ଲାର ୧୦ଟି ବ୍ଲକ ସମେତ ୨ଟି ପୌରପାଳିକାର ନିଯୁକ୍ତି ଆଶାୟୀ ଯୁବବର୍ଗ ଯୋଗ ଦେଇଥିଲେ । ୫୦୦ରୁ ଉର୍ଦ୍ଧ୍ବ ବେକାର ଯୁବକ ଯୁବତୀ ଆସି ଏଠାରେ ପଞ୍ଜିକୃତ କରିଥିଲେ । ଏହି ମେଳାରେ ୭ଟି ତାଲିମ ଦାତା ଓ ୧୭ଟି ନିଯୁକ୍ତି ଦାତା ସଂସ୍ଥା ଅଂଶଗ୍ରହଣ କରିଥିଲେ । ୧୮ ବର୍ଷରୁ ଉର୍ଦ୍ଧ୍ବ […]
Continue Reading
