ରୋଟାରୀ କ୍ଲବ ଓ ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର
ଭୁବନେଶ୍ୱର : ରୋଟାରୀ କ୍ଲବ ଅଫ୍ ଭୁବନେଶ୍ୱର ଏକ୍ସଲେନ୍ସ ,ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟ ଏବଂ କ୍ୟାପିଟାଲ ହସ୍ପିଟାଲର ବ୍ଲଡ ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟ ର କ୍ୟାମ୍ପସରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ସ୍କୁଲ ସମସ୍ତ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ବର୍ଗ ଓ ସ୍କୁଲଲ ସମସ୍ତ କର୍ମଚାରୀ ଯୋଗଦେଇ ରକ୍ତଦାନ କରିଥିଲେ। ଏହାସହ ସ୍ଥାନୀୟ ଅଞ୍ଚଳବାସୀ ମଧ୍ୟ ସ୍ୱେଚ୍ଛାକୃତ ଭାବେ ଆସି ରକ୍ତଦାନ […]
Continue Reading
