ଭାରତରେ ଓମିକ୍ରନ ଆତଙ୍କ, କର୍ଣ୍ଣାଟକରୁ ୨ ଆକ୍ରାନ୍ତ ଚିହ୍ନଟ
ଦିଲ୍ଲୀ: ବିଶ୍ୱରେ ଅନେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’କୁ ନିଜର କାୟା ବିସ୍ତାର କରୁଥିବା ବେଳେ ଆସିଛି ବଡ଼ ଖବର । ଭାରତରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କର୍ଣ୍ଣାଟକରେ କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆକ୍ରାନ୍ତ ୨ ଜଣ ପୁରୁଷ।ସେମାନଙ୍କ ବୟସ ଯଥାକ୍ରମେ ୬୬ ଓ ୪୬ ବର୍ଷ ହୋଇଥିବା ଜଣାପଡିଛି । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ […]
Continue Reading
