ଆକ୍ସନ୍ ମୋଡ୍ରେ ନୀତିଶ କୁମାର,ବିହାରରେ ମଦ ବନ୍ଦ ନେଇ ୧୬ ନଭେମ୍ବରରେ ବୈଠକ
ବିହାର: ବିହାରରେ ଦୀପାବଳିର ଗୋଟିଏ ଦିନ ପୂର୍ବରୁ ବିଷାକ୍ତ ମଦ ମୃତ୍ୟୁକୁ ନେଇ ମୃତ୍ୟୁକୁ ନେଇ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେବା ପରେ। ଏବେ ଆକ୍ସନ ମୋର୍ଡରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସେ ୧୬ ନଭେମ୍ବରରେ ଏହି ସମ୍ବନ୍ଧରେ ବିଚାର-ବିମର୍ଷ ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଛନ୍ତି । କୁହାଯାଉଛି ଯେ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମଦ ମାଫିଆଙ୍କ ବିରୋଧରେ ବଡ କାର୍ଯ୍ୟାଷ୍ଠାନ ପାଇଁ ଘୋଷଣା କରିପାରନ୍ତି। ୩ ଦିନ ପୂର୍ବରୁ ମଦ ବନ୍ଦକୁ ନେଇ […]
Continue Reading
