ତେଜିଲା ନୂଆ ସଂସଦ ଭବନ ଉଦଘାଟନ ବିବାଦ; ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା
ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦଘାଟନ ଦିନ ଯେତେ ଯେତେ ପାଖେଇ ଆସୁଛି, ବିବାଦ ସେତେ ଘନଉଛି । ଉଦ୍ଘାଟନ ସମାରୋହକୁ ୧୯ ବିରୋଧୀ ଦଳ ବହିଷ୍କାର କରିବେ ବୋଲି ଘୋଷଣା କରିବା ପରେ ଏବେ ମାମଲା ସୁପ୍ରିମ କୋର୍ଟରେ ପହଞ୍ଚିଛି । ରାଷ୍ଟ୍ରପତି ସଂସଦ ଭବନ ଉଦଘାଟନ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଛି । ଆବେଦନକାରୀ ଦର୍ଶାଇଛନ୍ତି, ନୂଆ ସଂସଦ ଭବନ ଉଦଘାଟନ ରାଷ୍ଟ୍ରପତି କରିବା ଉଚିତ । ଏପରିକି […]
Continue Reading
