ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ,ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ

କଟକ : ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ୫ଟି ତାରିଖରେ ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସିଆର୍‌ପିସିର ଧାରା ୧୨୫ରେ ଦାୟର ଭରଣ ପୋଷଣ ମାମଲାର ୫ଟି ତାରିଖରେ ଶୁଣାଣି ଶେଷ କରି ରାୟ ପ୍ରକାଶ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏପରି ମାମଲାର ଶୁଣାଣି ୫ରୁ ୬ଟି ତାରିଖରୁ ଅଧିକ ନେବା କଥା ନୁହେଁ ବୋଲି ହାଇକୋର୍ଟ ମତ ଦେଇଛନ୍ତି । ଗୋଟିଏ ତାରିଖରେ ନୋଟିସ […]

Continue Reading

ପୁରୀ ରେଳ ଷ୍ଟେସନ ପରିଦର୍ଶନ କଲେ ରେଲଓ୍ବେ ବୋର୍ଡର ପିଏସି ସଦସ୍ୟ

ପୁରୀ : ପୁରୀ ରେଳ ଷ୍ଟେସନ ପରିଦର୍ଶନ କରିଛନ୍ତି ରେଲଓ୍ବେ ବୋର୍ଡର ପିଏସି ସଦସ୍ୟ । ରେଲୱେ ବୋର୍ଡର ପିଏସି ସଦସ୍ୟ ଦିଲୀପ ମଲ୍ଲିକଙ୍କ ନେତୃତ୍ବରେ ୬ ଜଣ ସଦସ୍ୟ ପୁରୀ ରେଳ ଷ୍ଟେସନରେ ପହଞ୍ଚିଥିଲେ । ରେଳବାଇର ସର୍ବଭାରତୀୟ ସ୍ତରୀୟ ପାସେଞ୍ଜର ଆମେନିଟିଜ୍ କମିଟି ପୁରୀ ରେଳ ଷ୍ଟେସନ ଆସି ଯାତ୍ରୀ ସୁବିଧା ସମ୍ପର୍କରେ ଯାଞ୍ଚ କରିଥିଲେ । ଷ୍ଟେସନର ସ୍ବଛତା, ବିଶ୍ରାମ ଗୃହ, ଯାତ୍ରୀଙ୍କ ଯିବା ଆସିବା, ବସିବା ସୁବିଧା, ପାନୀୟ ଜଳ ବ୍ୟବସ୍ଥା, […]

Continue Reading

ପିପିଲି ଉପନିର୍ବାଚନ ପାଇଁ ସଜବାଜ ,ବୁଥ୍ କୁ ଗଲେ ପୋଲିଂ ପାର୍ଟି

ପିପିଲି : ଆଉ ଦିନକ ପରେ ପିପିଲି ଭୋଟ୍ । ଆଜି ପୁଲିଂ ପାର୍ଟିମାନେ ନିଜ ନିଜ ବୁଥ୍ କୁ ଯାଇଛନ୍ତି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ସମୁଦାୟ ୩୪୮ ଟି ବୁଥ୍ ମଧ୍ୟରୁ ୧୦୨ ଟି ଅତିସମ୍ବେଦନଶିଳ ବୁଥ୍ ହୋଇଥିବାବେଳେ । ଏଠାରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ମୁତୟନ କରାଯାଇଛି । ଦିବ୍ୟାଙ୍ଗ ଭୋଟରଙ୍କ ମତ ଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଆଜି ସକାଳୁ ପେଣ୍ଠକଟା ୱେର ହାଉସ […]

Continue Reading

ଦିଲ୍ଲୀ ଦଙ୍ଗା ସୁଚିନ୍ତିତ ଷଡଯନ୍ତ୍ର ଥିଲା: ହାଇକୋର୍ଟ

ନୂଆଦିଲ୍ଲୀ: ଗତବର୍ଷ ରାଜଧାନୀ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ସୁଚିନ୍ତିତ ଷଡଯନ୍ତ୍ର ଥିଲା ବୋଲି ହାଇକୋର୍ଟ କହିଛନ୍ତି । ଅଭିଯୁକ୍ତ ମହମ୍ମଦ ଇବ୍ରାହିମଙ୍କୁ ଜାମିନ ପ୍ରଦାନ କରାଯିବା ପ୍ରସଙ୍ଗରେ କୋର୍ଟ ଏହା କହିଛନ୍ତି । ଏହି ହିଂସା କାଣ୍ଡ ହଠାତ ଘଟି ନ ଥିଲା । ସରକାର ଏବଂ ସାମାନ୍ୟ ଜୀବନରେ ବାଧା ସୃଷ୍ଟି କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ବିଚାରପତି ସୁବ୍ରମଣ୍ୟମ ପ୍ରସାଦ କହିଛନ୍ତି । ୪୨ ଲୋକ ଏହି ଦଙ୍ଗାରେ ମୃତ୍ୟୁବରଣ କରିଥିବା […]

Continue Reading

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ତ୍ରୀ ମୃତ ,ସ୍ୱାମୀ ଗୁରୁତର

ମାଲକାନଗିରି : ଭାଲୁ ପାଇଁ ବିଛା ହୋଇଥିବା ବିଦ୍ୟୁତ ତାର ହେଲା କାଳ । ଭାଲୁ ମାରବି ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ, ସ୍ୱାମୀ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ମାଲକାନଗିରି ଶିଖପାଲ୍ଲୀ ପଞ୍ଚାୟତରେ ଘଟିଛି। ମାଲକାନଗିରି ସଦର ଥାନା ଅନ୍ତର୍ଗତ ପାଲକୋଣ୍ଡା ଗାଁ ର ଦେବା ମାଢି ଓ ତାଙ୍କ ସ୍ତ୍ରୀ ଉରେ ମାଢି କାଠ […]

Continue Reading

‘ବିଦ୍ୟାଭାରତୀଙ୍କୁ ଗିରଫ କାହିଁକି କରୁନ’–ସୌମ୍ୟଙ୍କ ବାପା

କଟକ : ଏସିଏଫ୍‌ ସୌମ୍ୟରଞନ ମୃତ୍ୟୁ ମାମଲା  ୭୫ ଦିନ ବିତିଲାଣି କିନ୍ତୁ ଏଯାଏଁ  ରହସ୍ୟଜନକ ମୃତ୍ୟୁ ଘଟଣା ଉପରୁ ପର୍ଦ୍ଦା ଉଠିଲା ନାହିଁ । ତେଣୁ ମାମଲାର ପୁନଃ ତଦନ୍ତ ପାଇଁ ଦାବି କରିଛନ୍ତି ମୃତ ସୌମ୍ୟଙ୍କ  ବାପା । ଆଜି କଟକ ସ୍ଥିତ କ୍ରାଇମବ୍ରାଞ୍ଚ ମୂଖ୍ୟାଳୟରେ ପହଞ୍ଚି ADG ଙ୍କୁ  ଭେଟି ନିଜ ଦାବି ରଖିଛନ୍ତି ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର । ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦିକୁ ନେଇ ସେ ସନ୍ଦେହ ପ୍ରକଟ କରିଛନ୍ତି […]

Continue Reading

ବିଦ୍ୟୁତ ଆଘାତରେ ଯୁବକ ମୃତ

ଜୟପୁର : ବିଦ୍ୟୁତ ଆଘାତରେ ଯୁବକଙ୍କ ଜୀବନ ଗଲା । କୋଟପାଡ ଥାନା ଅନ୍ତର୍ଗତ କୁର୍ମାକୋଟ ଗ୍ରାମରେ ଏପରି ଅଘଟଣ ଘଟିଛି। ଘରୋଇ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଶ୍ରମିକ ବିଦ୍ୟୁତ ସଂସ୍ପର୍ଶରେ ଆସି ତାର ମୃତ୍ୟୁ ହୋଇଯାଇଛି । ସୂଚନା ଅନୁସାରେ କୁର୍ମାକୋଟ ଗାଁ ର ମଧୁ ହରିଜନଙ୍କ ଘରେ ତିନି ଦିନ ପୂର୍ବ ରୁ ନିଆଁ ଲାଗିଯାଇ ଥିଲା । ଆଉ ସେହି ଘରକୁ ସଫା କରିବା ପାଇଁ ଉକ୍ତ ଗାଁ ର ଶ୍ରମିକ […]

Continue Reading

ପଞ୍ଜାବ କଂଗ୍ରେସକୁ ବଡ ଝଟ୍‌କା; ପଞ୍ଜାବ ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ

ନୂଆଦିଲ୍ଲୀ: ପଞ୍ଜାବରେ କଂଗ୍ରେସ ଦଳକୁ ବଡ଼ ଝଟ୍‌କା। ପଞ୍ଜାବ କଂଗ୍ରେସ କମିଟି ସଭାପତି ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ। ତେବେ ସେ ଦଳରେ ରହିବା କଥା କହିଛନ୍ତି। ଚିଠି ମାଧ୍ୟମରେ ଇସ୍ତଫା ସମ୍ପର୍କରେ ସିଦ୍ଧୁ ସୋନିଆ ଗାନ୍ଧୀଙ୍କୁ ସୂଚନା ଦେଇଛନ୍ତି। ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଏକ ପତ୍ରରେ ସେ କହିଛନ୍ତି, ‘ଜଣେ ବ୍ୟକ୍ତିଙ୍କ ଚରିତ୍ରର ଅବନତି ଆପୋଷ ବୁଝାମଣା ଠାରୁ ଆରମ୍ଭ ହୁଏ। ପଞ୍ଜାବର ଭବିଷ୍ୟତ ଏବଂ ପଞ୍ଜାବର କଲ୍ୟାଣର ଏଜେଣ୍ଡା ଉପରେ ମୁଁ […]

Continue Reading

କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ଖୋଳତାଡ ଜାରି

ଭଦ୍ରକ : ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଛାତ୍ରୀଙ୍କ ମୃତଦେହ । ଭଦ୍ରକ ଟାଉନ ଥାନା ଜଗନ୍ନାଥ ପୁର ଅଞ୍ଚଳରୁ ଏକ ଲେଜିଡ ମେସରୁ ଛାତ୍ରୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମେଡିକାଲ ପଠାଇଛି ପୋଲିସ । ଛାତ୍ରୀ ଜଣକ ଗ୍ରାମାଞ୍ଚଳ ଥାନା ହରିପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ସେ ଓମେନ୍ସ କଲେଜର ଯୁକ୍ତ୨ ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ । ଗତକାଲି ରାତିରେ ଘରର ପଛପଟୁ […]

Continue Reading

ଅସ୍ତବ୍ୟସ୍ତ ଜନ ଜୀବନ

ଭୁବନେଶ୍ୱର : କିଛି ଦିନ ଧରି ଲଗାଣ ବର୍ଷା ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଏବେ ବି ବହୁ ଲୋକ ପାଣି ଘେରରେ ଥିବା ବେଳେ ଗଛ ସବୁ ଉପୁଡି ପଡିଛି । ଆଉ କିଛି ସ୍ଥାନରେ ମାଟି ଧସି ରାସ୍ତା ଉପରେ ପଡ଼ିଛି । ସେହିଭଳି ବର୍ଷା ଯୋଗୁ କାନ୍ଥ ଭୁଷୁଡି ଜଣଙ୍କର ମୃତ୍ୟୁ ହୋଇଯାଇଛି । ଢେଙ୍କାନାଳ କଙ୍କଡାହାଡ ଥାନା ମକୁଆକାଟେଣୀ ପଞ୍ଚାୟତ ତରାଜଙ୍ଗ ଗାଁରେ ଅଘଟଣ । କିଛି ଦିନ […]

Continue Reading