ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍ର ନର୍ସମାନଙ୍କ ସେବା ଅତୁଳନୀୟ: ଶାଶ୍ୱତୀ ଦାସ
ଭୁବନେଶ୍ୱର: କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସ କହିଛନ୍ତି । ଆନ୍ତର୍ଜାତିକ ନର୍ସେସ ଦିବସ ଅବସରରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି […]
Continue Reading
