ଖୋଲିବ ପେଗାସସ୍ ପେଡି, ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ଖୋଲିବ ପେଗାସସ୍ ପେଡି । ଜାସୁସୀ ମାମଲାର ଶୁଣାଣି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ରାଜି । ଆସନ୍ତା ସପ୍ତାହରେ ଜାସୁସୀ ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ପେଗାସସ୍ ମାମଲାର ଏସଆଇଟି ଯାଞ୍ଚ କରିବାକୁ ବରିଷ୍ଠ ସାମ୍ବାଦିକ ଏନ୍ ରାମ ଓ ଶଶି କୁମାର ସୁପ୍ରିମକୋର୍ଟରେ ପିଆଇଏଲ୍ ଦାଖଲ କରିଥିଲେ । ଏହାଛଡ଼ା ବହୁ ଖ୍ୟାତନାମା ଲେଖକ, ଆଇନଜୀବୀ, ଏକାଡେମିକ୍ କାର୍ଯ୍ୟକର୍ତ୍ତାଙ୍କ […]
Continue Reading
