ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି
ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି, ବାତ୍ୟା ପ୍ରଭାବରେ ଓଡ଼ିଶାରେ ପବନ କିମ୍ବା ବର୍ଷା ହେବ ନାହିଁ । ଗଭୀର ଅବପାତଟି ଆଜି […]
Continue Reading
