ଆହୁରି ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ଆଗାମୀ ୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଆଗାମୀ ତିନି ଘଣ୍ଟା ପାଇଁ ୨୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା । ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, କନ୍ଧମାଳ, ବରଗଡ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାରେ ଲୋକଙ୍କୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି […]
Continue Reading
