ବାପା ମାଆଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଆଶୀର୍ବାଦ’, ୩ଟି ବର୍ଗରେ ସହାୟତା
ଭୁବନେଶ୍ୱର: ବାପା ମାଆ କିମ୍ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାଙ୍କ ପାଇଁ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ଆଶୀର୍ବାଦ । ଏଥିରେ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପ୍ରଦାନ କରାଯିବ । ଏହି ଯୋଜନାରେ ଯୋଗ୍ୟ ଶିଶୁମାନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି । ଏଗୁଡ଼ିକ ହେଲା ବାପା ମାଆ ଉଭୟଙ୍କୁ ହରାଇଥିବା ପିଲା, ସିଙ୍ଗଲ ପାରେଣ୍ଟଙ୍କୁ ହରାଇଥିବା ପିଲା ଏବଂ ଉପାର୍ଜନକାରୀ ବାପା ମାଆଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲା । ଉଭୟ ବାପା […]
Continue Reading
