କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ପାଇଁ ଟିକାର ଗୋଟିଏ ଡୋଜ ଯଥେଷ୍ଟ!
ନୂଆଦିଲ୍ଲୀ: ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ କରୋନାରୁ ଆରୋଗ୍ୟ ଲାଗ କରିଥିବା ରୋଗୀଙ୍କ ଲାଗି ଗୋଟିଏ ଡୋଜ ଟିକା ଯଥେଷ୍ଟ। ହାଇଦ୍ରାବାଦର ଏଆଇଜି ହସ୍ପିଟାଲ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ହସ୍ପିଟାଲ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରେ କୁହାଯାଇଛି ଯେ କୋଭିଡରୁ ସୁସ୍ଥ ହୋଇଥିବା ରୋଗୀଙ୍କ ପାଇଁ ଟିକାର ଗୋଟିଏ ଡୋଜ ଯଥେଷ୍ଟ। ଏହି ଅଧ୍ୟୟନ ନିକଟରେ ଇଣ୍ଟରନ୍ୟାସନାଲ ଜର୍ଣ୍ଣାଲ ଅଫ୍ ଇନଫେକ୍ସିଅସ୍ ଡିଜିଜ୍ରେ ପ୍ରକାଶିତ ହୋଇଥିଲା। ଜାନୁଆରୀ ୧୬ ରୁ ଫେବୃଆରୀ ୫ ମଧ୍ୟରେ […]
Continue Reading
