କରୋନା ଦ୍ୱିତୀୟ ତରଙ୍ଗ ନେଲାଣି ୬୨୪ ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ: କରୋନା ମହାମାରୀର ଦ୍ୱିତୀୟ ତରଙ୍ଗ ସମୟରେ ପ୍ରାୟ ୬୨୪ ଜଣ ଡାକ୍ତର ପ୍ରାଣ ହରାଇଛନ୍ତି ବୋଲି ଭାରତୀୟ ମେଡିକାଲ୍ ଆସୋସିଏସନ୍ ଆଇଏମ୍ଏ ର ସର୍ବଶେଷ ତଥ୍ୟରୁ ଜଣାପଡିଛି। ଆଇଏମ୍ଏର କୋଭିଡ୍ ରେଜିଷ୍ଟ୍ରି ଅନୁଯାୟୀ, ଦିଲ୍ଲୀରେ ୧୦୯ ସର୍ବାଧିକ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁହାରର ଏକ ଷଷ୍ଠାଂଶରୁ ଅଧିକ ହୋଇଛି। ଏହା ପରେ ବିହାରରେ ୯୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶରେ ୭୯ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଆଇଏମଏ ଅନୁଯାୟୀ, ମହାମାରୀର ପ୍ରଥମ […]
Continue Reading
