୭୩ବର୍ଷରେ ପାଦ ଥାପିଲା ଭୁବନେଶ୍ୱର, କରୋନା ପାଇଁ ଉତ୍ସବ ନାହିଁ
ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୩ତମ ପ୍ରତିଷ୍ଠା ଦିବସ । ଆଜିର ଦିନରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ମାନ୍ୟତା । କରୋନା ଯୋଗୁ ଏବର୍ଷ ପ୍ରତିଷ୍ଠା ଦିବସ ନିରାଡମ୍ବର ଭାବରେ ପାଳନ ହୋଇଛି । ଏହି ଅବସରରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକଠାରେ ମାଲ୍ୟାର୍ପଣ କରିଛନ୍ତି । ଏତିକିବେଳେ ଉପସ୍ଥିତ ଥିଲେ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା ଜିଲାପାଳ ଓ ଅନ୍ୟାନ୍ୟ […]
Continue Reading
