ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ ସହିଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦ୍ନୁଯାୟୀ ରାଜ୍ୟ ସରକାର କୋଭିଡ […]
Continue Reading
