ହାଥରସ ଘଟଣା: ରାତିରେ ଶବ ସଂସ୍କାରକୁ ସୁପ୍ରିମକୋର୍ଟରେ ଯୋଗୀଙ୍କ ସମର୍ଥନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ହାଥରସ ଗଣଦୁଷ୍କର୍ମ ଘଟଣା ନେଇ ସାରା ଦେଶରେ ବିରୋଧ ଦେଖାଦେଇଛି । ରାତି ଅଧିଆ ପୀଡିତାଙ୍କ ଶବକୁ ପୋଲିସ ଅନ୍ତିମ ସଂସ୍କାର କରିବା ଘଟଣାକୁ ନେଇ ସମସ୍ତେ ପ୍ରଶ୍ନ ଉଠାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଦୁଷ୍କର୍ମ ଓ ହତ୍ୟା ମାମଲାରେ ୟୁପି ସରକାର ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଶପଥପତ୍ର ଦାଖଲ କରିଛନ୍ତି । ଏହି ଶପଥପତ୍ରରେ ସରକାର ଏହି ମାମଲା ଉପରେ ସିବିଆଇ ଯାଂଚ ପାଇଁ ନ୍ୟାୟାଳୟ ନିର୍ଦ୍ଦେଶ ଦେବାକୁ ଅନୁରୋଧ […]

Continue Reading

ଆସୁଛି ଆଉ ଏକ ଲଘୁଚାପ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ତେବେ ଏହା ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି । ଦୁର୍ବଳ ହେବା ସତ୍ତ୍ୱେ ରାଜ୍ୟର ଉପକୂଳ ଜିଳ୍ଲାରେ ବର୍ଷାର ପ୍ରଭାବ ରହିବ । ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ସେଗୁଡିକ ହେଲା, କୋରାପୁଟ, ନବରଙ୍ଗପୁର, କଳହାଣ୍ଡି, ନୂଆପଡା, ବରଗଡ, ବଲାଙ୍ଗିର, ସମ୍ଭଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର […]

Continue Reading

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ପରିତ

ଭୁବନେଶ୍ୱର: ୪ ଦିନ ଧରି ତର୍କ ବିତର୍କ ଓ ଆଲୋଚନା ପରେ ଆଜି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌-୨୦୨୦ । ଗୃହରେ ବାଚନିକ ଭୋଟ ମାଧ୍ୟମରେ ବିଲ୍‌ଟିକୁ ପାରିତ କରାଯାଇଛି । ବିଲ୍ ଆଲୋଚନା ବେଳେ ବିଜେପି ସଦସ୍ୟମାନେ ଗୃହରେ ଧାରଣାରେ ବସିଥିଲେ ଏବଂ ନାରାବାଜି ଦେଇଥିଲେ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଆଜି କଳା ଦିବସ ଏବଂ ଏହି ଆଇନ୍ ଏକ କଳା ଆଇନ୍ । […]

Continue Reading

ନାଲିବତି ଗାଡିରେ ଧରାପଡିଲେ ୨ ନକଲି ପୋଲିସ

ବାଲେଶ୍ୱର: ପୋଲିସ ଆଖିରେ ଧୁଳି । ନକଲି ନାଲିବତୀ ଗାଡିରେ ଧରାପଡିଲେ ୨ ନକଲି ପୋଲିସ । ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅଂଚଳରୁ ପୋଲିସ ଡ୍ରେସରେ ଆସୁଥିବାବେଳେ ଚେକିଂ ବେଳେ ଧରାପଡିଲେ । ଚେକିଂ ବେଳେ ପୋଲିସକୁ ଦେଖି ଖସି ପଳାଉଥିବାବେଳେ  ପୋଲିସ ଗିରଫ କରିଛି । ୨ଦୁର୍ଦ୍ଦାନ୍ତ ଅପରାଧୀଙ୍କ ନିକଟରୁ ବନ୍ଧୁକ ଜବତ । ଉଭୟଙ୍କ ନାମରେ ବହୁ ଅପରାଧିକ ମାମଲା ଥିବା କୁହାଯାଉଛି। ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ସାଢେ ୯ଟା […]

Continue Reading

ନକଲି ଜର୍ଦ୍ଦା କାରଖାନା ଠାବ, ଜଣେ ଅଟକ

ଭଦ୍ରକ: ପୁଣି ଅସଲି ଖୋଲ ଭିତରେ ନକଲି ମାଲ । ଠାବ ହେଲା ନକଲି ଜର୍ଦ୍ଦା କାରଖାନା । ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଧିକସ୍ଥ ପଠାମହାଲା ଠାରେ ଥିବା ନକଲି ଜର୍ଦ୍ଦା କାରଖାନାରେ ପୋଲିସ ଚଢାଉ କରିଛି । ଚଢାଉରେ ବିପୁଳ ପରିମାଣର ନକଲି ଜର୍ଦ୍ଦା ଠାବ ହେବା ସହ ଜଣଙ୍କୁ ଅଟକ ରଖିଛି ପୋଲିସ । ସୂଚନା ଅନୁସାରେ , ଭଦ୍ରକ ପୁରୁଣାବଜାର ଥାନା ପଠାନମହଲା ଠାରେ ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା […]

Continue Reading

ମନ୍ଦିର ଖୋଲିବା ଦାବିରେ ଶ୍ରୀମନ୍ଦିର ସାମ୍ନାରେ ଧାରଣା, ଆସନ୍ତାକାଲି ଘଣ୍ଟ ବାଡେଇ ପ୍ରତିବାଦ

ପୁରୀ: ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ଦାବିରେ ପୁଣି ଉଠିଲା ସ୍ୱର । ପୁରୀ ଶ୍ରୀମନ୍ଦିର ସାମ୍ନାରେ ଧାରଣାରେ ବସିଲେ ସେବାୟ । ଖୁବ୍‌ଶିଘ୍ର ଶ୍ରୀମନ୍ଦିର ଖୋଲାଯାଉ ବୋଲି ଦାବି କରି ଦାମୋଦର ମହାସୁଆର ସହଯୋଗୀଙ୍କ ସହ ମିଶି ମନ୍ଦିର ସାମ୍ନାରେ ଧାରଣାରେ ବସିଛନ୍ତି ।ସେପଟେ କାଲିଠୁ ମନ୍ଦିର ଖୋଲିବା ଦାବିରେ ଘଂଟ ବାଡେଇ ପ୍ରତିବାଦ କରିବ ଓଡ଼ିଶା ମନ୍ଦିର ସେବାୟତ ସଂଘ । ବାରମ୍ବାର ସରକାରଙ୍କୁ ନିବେଦନ ଓ ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହେବା ପରେ […]

Continue Reading

WHOର ଚାଞ୍ଚଲ୍ୟକର ତଥ୍ୟ, ବିଶ୍ୱର ୧୦% ଜନସଂଖ୍ୟାକୁ କରୋନା

ନୂଆଦିଲ୍ଲୀ: କରୋନାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚାଂଚଲ୍ୟକର ତଥ୍ୟ । ବିଶ୍ୱରେ ପ୍ରାୟ ୧୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ତେଣୁ ସାରା ବିଶ୍ୱରେ କୋଭିଡ-୧୯ ଭୂତାଣୁର ସ୍ଥିତି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ପ୍ରାୟ ୭୬ କୋଟି ଲୋକ ଏହି ଭୂତାଣୁରେ ସଂକ୍ରମିତ ହୋଇଥିବା ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି । ୱାର୍ଲ୍ଡ କରୋନାମିଟରର ହିସାବ ଅନୁସାରେ ବର୍ତ୍ତମାନ ଯାଏଁ ବିଶ୍ୱରେ ୩ କୋଟି ୫୪ ଲକ୍ଷ ଲୋକ କରୋନାରେ ଆକ୍ରାନ୍ତ […]

Continue Reading

ରାସ୍ତାରେ ଫସିଲା ଟ୍ରକ ୧୬ ଘଣ୍ଟା ଅନ୍ତରାଜ୍ୟ ଯାତ୍ରା ଠପ

କୋରାପୁଟ : ଓଡିଶା ଆନ୍ଧ୍ରପ୍ରଦେଶ ସୀମାନ୍ତ ସାଲୁର ଘାଟି ୨୬ ନଂ ଜାତୀୟ ରାଜପଥ ଖୋଳି ହୋଇଯାଇଥିବା ଯୋଗୁଁ ଉକ୍ତ ଗାତରେ ଏକ କୋଇଲା ବୋଝେଇ ଟ୍ରକ ଫସିଯିବା କାରଣରୁ ଆନ୍ତରାଜ୍ୟ ଯାନବାହନ ଚଳାଚଳ ୧୬ ଘଣ୍ଟା ଠପ ହୋଇଯାଇଥିଲା । ସୂଚନା ଅନୁଯାଇ ଅପରାହ୍ନ ପ୍ରାୟ ୬ ଟା ସମୟରେ ଆନ୍ଧ୍ରପ୍ରଦେଶ ଠାରୁ ଓଡ଼ିଶା ନିମନ୍ତେ ଆସୁଥିବା କୋଇଲା ବୋଝେଇ ଟ୍ରକ ଓଡିଶା ଆନ୍ଧ୍ରପ୍ରଦେଶ ସୀମାନ୍ତ ଠାରୁ ଏକ କିମି ଦୂର ଠାରେ ରାଜରାସ୍ତାରେ ହୋଇଥିବା […]

Continue Reading

ସର୍ବ କନିଷ୍ଠ ସହିଦ ବାଜି ରାଉତ

ଭୁବନେଶ୍ୱର: ଭାରତୀୟ ସ୍ୱାଧିନତା ସଂଗ୍ରାମର ସର୍ବକନିଷ୍ଠ ସହିଦ ଭାବେ ବାଜି ରାଉତ ଖୁବ୍ ଜଣାଶୁଣା। ୧୯୨୬ ମସିହା ଅକ୍ଟୋବର ୫ ତାରିଖରେ ସହିଦ ବାଜି ରାଉତଙ୍କ ଜନ୍ମ।ମାତା, ପିତାଙ୍କର ଏକମାତ୍ର ପୁତ୍ର ହୋଇଥିବାରୁ ସମସ୍ତେ ତାଙ୍କୁ ସ୍ନେହରେ ବାଜିଆ ବୋଲି ଡାକୁଥିଲେ । ହେଲେ ୧୨ ବର୍ଷର ସେହି କୋମଳମତି ବାଳକ ଦୁନିଆକୁ ଭଲଭାବେ ବୁଝିବା ପୂର୍ବରୁ ଇଂରେଜ ମାନଙ୍କ ଗୁଳିରେ ମୃତ୍ୟୁ ବରଣ କରିଥିଲେ। ଜନ୍ମଦିନ ଅବସରରେ ସେହି ସହିଦ ବାଜିରାଉତଙ୍କ ସମ୍ପର୍କରେ କିଛି କଥା… […]

Continue Reading

କେଶରୀୟା ହିନ୍ଦୁ ବାହିନୀ ତରଫରୁ କୋଭିଡ୍‐୧୯ ସଚେତନତା

ବଲାଙ୍ଗୀର : ଆଜି ସକାଳେ କେଶରୀୟା ହିନ୍ଦୁ ବାହିନୀ ବଲାଙ୍ଗିର ତରଫରୁ, ଜିଲ୍ଲା ସଭାପତି ସନ୍ତୋଷ ଭୋଳଙ୍କ ଉପସ୍ଥିତିରେ ନଗର ସଭାପତି ସନ୍ତୋଷ ସାହୁଙ୍କ ନେତୃତ୍ବରେ, କରୋନା ସଚେତନତା ପାଇଁ ଏକ ପଦ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରା ସୁଦପଡ଼ା ହନୁମାନ ମନ୍ଦିର ଠାରୁ ଆରମ୍ଭ ହୋଇ କଚେରି ଛକ ପର୍ଯ୍ୟନ୍ତ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ମାସ୍କ, ସାନିଟାଇଜର ଓ ସଚେତନତା ପତ୍ର ବଣ୍ଟନ କରି ଲୋକଙ୍କୁ ସଚେତନ କରାଯାଇଛି । ବଲାଙ୍ଗିରରେ […]

Continue Reading