କରୋନା ଟିକା ପ୍ରସ୍ତୁତ, ଗବେଷକ ଅଟକ

ବରଗଡ଼ : ବିଶ୍ବରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ ବାହାରି ପାରିନାହିଁ । ଏଥିପାଇଁ ବିଶ୍ବ ସ୍ଵାସ୍ଥ୍ୟ ସଂଗଠନ (WHO) ତଥା ସ୍ଵାସ୍ଥ୍ୟ ବିଶେଷଜ୍ଞମାନେ ଦିନ ରାତି ଲାଗି ପଡ଼ିଥିଲେ ହେଁ, ସେଥିରେ ବର୍ତ୍ତମାନ ସୁଦ୍ଧା ସକ୍ଷମ ହୋଇପାରି ନାହାନ୍ତି । ଅନ୍ୟ ପକ୍ଷରେ ବରଗଡ଼ ଜିଲ୍ଲାର ଭେଡେନ ଥାନା ରୁଷୁଡା ଅଞ୍ଚଳର ଜଣେ ଯୁବକ ପ୍ରହଲ୍ଲାଦ ବିଶି ନିଜେ କୋଭିଡ-୧୯ ପ୍ରତିଷେଧକ […]

Continue Reading

ଦୀପିକାଙ୍କୁ ମାରାଥନ ଜେରା, NCB ଆଗରେ ମାନିଲେ ଡ୍ରଗ୍ସ ଚାଟ୍ କଥା

ମୁମ୍ବାଇ: ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଜେରାଦାର ଜେରା ଚଳାଇଛି ଏନ୍‌ସିବି । ଗୋଟିଏ ପରେ ଗୋଟିଏ ଅଭିନେତ୍ରୀ ଏନ୍‌ସିବି ଆଗରେ ହାଜର ହେଉଛନ୍ତି । ଏହି ମାମଲାରେ ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନଙ୍କୁ ଚାଲିଛି ମାରଥାନା ଜେରା । ଏହି ସମୟରେ ଏନ୍‌ସିବି ଆଗରେ ଦୀପିକା ବଡ ସ୍ୱୀକାରୋକ୍ତି କରିଛନ୍ତି । ସେ ମ୍ୟାନେଜର କରିସ୍ମାଙ୍କ ସହ କରିଥିବା ଡ୍ରଗ୍ସ ଚାଟ୍ କଥାକୁ ମାନିଛନ୍ତି । ସେପଟେ ଏନ୍‌ସିବି ଦୀପିକାଙ୍କ ମୋବାଇଲକୁ ମଧ୍ୟ ଜବତ […]

Continue Reading

ଓଲଟିଲା ଆମ୍ବୁଲାନ୍ସ, ଡ୍ରାଇଭର ଛୁ’

ଭଦ୍ରକ: ରୋଗୀ ନେଇ ଫେରିବା ବାଟରେ ଓଲଟିଲା ଆମ୍ବୁଲାନ୍ସ । ଭୋଗରାଇ ନହର ଗାଁରେ ଜଣେ ରୋଗୀଙ୍କୁ ପରିବାର ଲୋକେ କଟକ ଆଣିବା ବେଳେ ବିଳମ୍ବିତ ରାତିରେ ଚରମ୍ପା ନିକଟରେ ଏହି ଦୁର୍ଘଟଣା ଘଟିଛି । ଫଳରେ ଆମ୍ବୁଲାନ୍ସ ଭିତରେ ଥିବା ଗୁରୁତର ବ୍ୟକ୍ତିଙ୍କ ସହ ଦୁଇ ଭାଇ ଓ ମା’ ଆହତ ହୋଇଛନ୍ତି । ସେମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।

Continue Reading

ବିଧାନସଭା ଅଧିବେଶନ: ବିନା କରୋନା ପରୀକ୍ଷାରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶ ମନା

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୭ ଯାଏଁ ଚାଲିବ । ତେବେ ଏହି ସମୟରେ ସମସ୍ତ ପ୍ରକାରର କୋଭିଡ ଗାଇଡଲାଇନ୍ ପାଳନ କରାଯିବ । ବିଧାନସଭା ସମୟରେ ଯେଉଁ ଗଣମାଧ୍ୟମ କର୍ମଚାରୀ କଭରେଜ ପାଇଁ ଯିବେ ସେମାନଙ୍କ ମଧ୍ୟ କରୋନା ପରୀକ୍ଷ ହେବ । ବିନା କୋଭିଡ ଟେଷ୍ଟରେ ସେମାନଙ୍କ ପ୍ରବେଶ ମନା ହୋଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର […]

Continue Reading

ଆଜିଠୁ ବିଧାନସଭା ପରିସରରେ ହେବ କୋଭିଡ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ରୁ ବସିବ ବିଧାନସଭା ଅଧିବେଶନ । ତେବେ ଏହା ପୂର୍ବରୁ ଆଜିଠାରୁ ହେବ ବିଧାନସଭା ପରିସରରେ ହେବ କରୋନା ପରୀକ୍ଷା । କାରୋନା ପରୀକ୍ଷା ବିନା ପ୍ରବେଶ ମନା ହୋଇଛି । ତିନିଦିନରେ ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ, ସମସ୍ତ ସୁରକ୍ଷା କର୍ମଚାରୀଙ୍କର କରୋନା ପରୀକ୍ଷା ହେବ। ଏହିପରି ପ୍ରାୟ ୯୫୦ଜଣଙ୍କର କରୋନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ଦିନ ୪୦୦ଜଣଙ୍କର କରୋନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିରେ ବିଧାନସଭା […]

Continue Reading

NCBରେ ହାଜର ହେଲେ ଦୀପିକା, ଚାଲିଛି ଜେରା

ମୁମ୍ବାଇ: ମୁସ୍‌କିଲ୍‌ରେ ମସ୍ତାନୀଗାର୍ଲ ଦୀପିକା ପାଦୁକୋନ । ବଲିଉଡ ଡ୍ରକ୍ସ ଲିଙ୍କ ମାମଲାରେ ଫସିଛନ୍ତି ଡିମ୍ପଲଗାର୍ଲ ଦୀପିକା । ଜେରା ପାଇଁ ଆଜି ମୁମ୍ବାଇ ସ୍ଥିତ ଏନ୍‌ସିବି ଗେଷ୍ଟ ହାଉସ ଦୀପିକା ପାଦୁକୋନ ହାଜର ହୋଇଛନ୍ତି । ଏନ୍‌ସିବି ତାଙ୍କୁ ଡ୍ରଗ୍ସ ଲିଙ୍କ ନେଇ ଜେରା କରୁଛି । ଏହି ଲିଙ୍କରେ ଆଉ କିଏ ସାମିଲ ଅଛି, ଦୀପିକା କେତେ ଦନ ହେଲା ଡ୍ରଗ୍ସ ନେଉଥିଲେ, ତାଙ୍କୁ କିଏ ଡ୍ରଗ୍ସ ଯୋଗାଉଥିଲ ଏପରି ୫ରୁ ୬ଟି ଦିଗକୁ […]

Continue Reading

‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ନେହେରୁ ଯୁବ କେନ୍ଦ୍ର ସଂଗଠନ ଓଡିଶା 23.09.2020ରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ମହାରାଷ୍ଟ୍ରଙ୍କ ସହ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ନେହେରୁ ଯୁବ କେନ୍ଦ୍ର କେନ୍ଦ୍ରାପଡା ଉଭୟ ରାଜ୍ୟର ଅଂଶ ଗ୍ରହଣ କାରୀ ଓ ଅଧିକାରୀଙ୍କ ସହିତ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ | ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ର ଓ ଓଡିଶାର ପ୍ରାୟ 940 ଅଂଶଗ୍ରହଣକାରୀ, NYKS ର 60 […]

Continue Reading

ଓଡିଶାରେ ୨ ଲକ୍ଷ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୦୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୦୧ ହଜାର ୦୯୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୬୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୪୬ ଜଣ ସ୍ଥାନୀୟ ବାସିନ୍ଦା । ଅପରପକ୍ଷରେ ଗତ […]

Continue Reading

ବିହାର ବିଧାନସଭା ଏବଂ ଓଡ଼ିଶା ଉପନିର୍ବାଚନ ନେଇ ଆଜି ଘୋଷଣା ହୋଇପାରେ ତାରିଖ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ଆଜି ବିଗୁଲ ଫୁଙ୍କି ପାରନ୍ତି ନିର୍ବାଚନ କମିଶନ । ଘୋଷଣା ହୋଇପାରେ ତାରିଖ । ଏହାସହ ଓଡ଼ିଶାରେ ଖାଲି ପଡ଼ିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଳ ବିଧାନସଭା ଉପନିର୍ବାଚନ ନେଇ ମଧ୍ୟ ତାରିଖ ଘୋଷଣା ହୋଇପାରେ । ମଧ୍ୟାହ୍ନ ସାଢ଼େ ୧୨ଟାରେ ନିର୍ବାଚନ କମିଶନ ପ୍ରେସମିଟ କରିବା କାର୍ଯ୍ୟକ୍ରମ ରହିଛି । ନିର୍ବାଚନ କମିଶନ କଣ କହିବେ ସେନେଇ ନିର୍ଦ୍ଦିଷ୍ଟ ଭାବରେ କୌଣସି ସୂଚନା ମିଳିନାହିଁ । ଅନୁମାନ କରାଯାଉଛି ବିହାର ନିର୍ବାଚନ […]

Continue Reading

ଭାରତ ବନ୍ଦ: କୃଷି ବିଲକୁ ବିରୋଧ କରି ରାଜରାସ୍ତାରେ ଚାଷୀ

ନୂଆଦିଲ୍ଲୀ: କୃଷି ବିଲକୁ ଚାଷୀଙ୍କ ଜୋରଦାର ବିରୋଧ । ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, କର୍ଣ୍ଣାଟକ ସମେତ ବିଭିନ୍ନ ରାଜ୍ୟରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଦେଶର କୃଷକ । ଦେଶବ୍ୟାପୀ ଆଦି ହରତାଲ କରୁଛନ୍ତି ଚାଷୀ । ବନ୍ଦ ପାଳନକୁ ସମର୍ଥନ ଦେଇଛନ୍ତି ବହୁ କୃଷକ ସଂଗଠନ ଓ ରାଜନୈତିକ ଦଳ । ପଞ୍ଜାବ ଓ ହରିୟାଣାରେ କୃଷି ବିଲକୁ ଜୋରଦାର ବିରୋଧ କରାଯାଉଛି । ହଜାର ହଜାର ଚାଷୀ ବିଭିନ୍ନ ସ୍ଥାନରେ ରାସ୍ତା ଓ ରେଳରୋକ କରିଛନ୍ତି । […]

Continue Reading