ବିପଦ ସଂକେତ ଉପରେ ଜଳକା ନଦୀ
ବାଲେଶ୍ୱର: ବିପଦ ସଂକେତ ଟପିଲା ଜଳକା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଜଳକା ନଦୀର ଜଳସ୍ତର ବଢ଼ିଛି । ବସ୍ତା ବ୍ଲକ ମଥାନୀରେ ଜଳକା ବିପଦ ସଂକେତ ୫. ୫୦ ମିଟର ଥିବା ବେଳେ ସେଠାରେ ଜଳସ୍ତର ୫.୮୦ ମିଟର ରହିଛି । ଗତକାଲି ନଦୀର ଉପରମୁଣ୍ଡରେ ଥିବା ରାସଗୋବିନ୍ଦପୁର, ମୋରଡା, ସୁଳିଆପଦା ଓ ଚିତ୍ରଡା ଅଂଚଳରେ ପ୍ରବଳ ବର୍ଷା ହୋଇଥିଲା । ସେଥିପାଇଁ ଏପରି ଅବସ୍ଥା ସୃଷ୍ଟି ହୋଇଛି ବୋଲି କୁହାଯାଉଛି […]
Continue Reading
