ଏକବିଂଶ ଶତାବ୍ଦୀ ପାଇଁ କୃଷି ବିଲ୍ ଜରୁରୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରବିବାର ଦିନ ସଂସଦରେ ପାରିତ ହୋଇଥିବା ଦୁଇଟି କୃଷି ସଂସ୍କାର ବିଲ୍ ଏକବିଂଶ ଶତାବ୍ଦୀର ଆବଶ୍ୟକତା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହିତ କୃଷକମାନଙ୍କ ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ପୂର୍ବପରି ଜାରି ରହିବ ବୋଲି ମଧ୍ୟ ସେ ଆଶ୍ୱାସନା ଦେଇଛନ୍ତି। ଏକ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ଦୁଇଟି ବିଲ୍ ପାସ୍ ହୋଇଥିବାରୁ କୃଷକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ କୃଷି କ୍ଷେତ୍ରରେ […]

Continue Reading

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ : କଟକ ଜଗତପୁରର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍‌ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ଣରେ ହସ୍ପିଟାଲ୍‌ର ଗ୍ରାଉଣ୍ଡ୍‌ଫ୍ଲୋର୍‌ ICUରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସମସ୍ତ ରୋଗୀ ସୁରକ୍ଷିତ ଥିବା ସୂଚନା ମିଳିଛି । କଟକ ଜିଲ୍ଲାପାଳ, ଡିସିପି ଓ ଚିଫ୍ ଫାୟାର ଅଫିସର୍ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ଚିଫ୍ ଫାୟାର ଅଫିସର ଶ୍ରୀକାନ୍ତ ସେଠୀ କହିଛନ୍ତି, ନିଆଁକୁ ଆୟତ୍ତ କରାଯାଇଛି। […]

Continue Reading

ଆଖି ବୁଜିଲେ ଆଉ ୯ ସଂକ୍ରମିତ, ୭୧୦ରେ ପହଂଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । Regret to inform of the demise of nine Covid positive […]

Continue Reading

କଟକଣା ଭିତରେ ପାଠ ପଢ଼ିବେ ପିଲା, ଆଜିଠୁ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ: ଦେଶରେ ଆଜିଠୁ ଖୋଲିଲା ସ୍କୁଲ । କଟକଣା ଭିତରେ ଛାତ୍ରଛାତ୍ରୀ ସ୍କୁଲ ଆସିବେ । ପାଠ ମଧ୍ୟ ପଢ଼ିବେ । କରୋନା କଟକଣା ଭିତରେ ଦେଶରେ ଲାଗୁ ହୋଇଛି ଅନ୍‌ଲକ୍‌-୪ । ଅନ୍‌ଲକ୍‌-୪ ଗାଇଡଲାଇନ୍ ଅନୁଯାୟୀ ଦେଶର କେତେକ ସ୍ଥାନରେ ଆଜିଠାରୁ ସ୍କୁଲ ଖୋଲିଛି । କୋଭିଡ କଟକଣା ସହିତ ଆସାମ, ଆନ୍ଧ୍ରପ୍ରଦେଶ, ହରିୟାଣା, ହିମାଚଳ ପ୍ରଦେଶ, ଜମ୍ମୁ-କାଶ୍ମୀର, ମେଘାଳୟ ଓ ନାଗାଲାଣ୍ଡରେ ସ୍କୁଲ ଖୋଲିଛି । ମଧ୍ୟପ୍ରଦେଶ ସରକାର ମଧ୍ୟ ନିଜସ୍ୱ ଗାଇଡଲାଇନ୍ ଜାରି […]

Continue Reading

୨୪ ଘଂଟାରେ ଦେଶରେ ୮୬, ୮୬୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଆଜି ପୁଣି ୨୪ ଘଂଟାରେ ଭିତରେ ଦେଶରେ ୮୦ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହା ସହ ୯୩୩୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୪ଘଣ୍ଟାରେ ୧୧୩୦ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୮୭,୫୮୦ରେ ପହଞ୍ଚିଛି । ଏହା […]

Continue Reading

ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ । ବିଶୃଙ୍ଖଳା ଆଚରଣ ପାଇଁ ୮ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । କୃଷି ବିଲ୍ ଆଲୋଚନା ବେଳେ ହଙ୍ଗମା କରିଥିବା ୮ ସାଂସଦଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ରାଜ୍ୟସଭା ଏମ୍.ଭେଙ୍କେୟା ନାଇଡୁ  । ସସ୍‌ପେଣ୍ଡ ହୋଇଥିବା ୮ ସାଂସଦ ହେଲେ ଟିଏମ୍‌ସି ନେତା ଡେରେକ୍ ଓବ୍ରେନ୍‌, ସଂଜୟ ସିଂହ, ରାଜୁ ସତାଭ, କେ କେ ରାଗେସ୍‌, ରିପୁନ ବୋରା, ଡୋଲା ସେନ୍‌, ସୈଦ ନାଜିର ହୁସେନ ଓ […]

Continue Reading

ଦୀର୍ଘ ୬ ମାସ ପରେ ଖୋଲିଲା ତାଜମହଲ

ଆଗ୍ରା: ଦୀର୍ଘ ୬ ମାସପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧା ତଜମହଲ । ୧୧୮ ଦିନ ପରେ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲିଛି । ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କୁ କୋଭିଡ ନିୟମ ପାଳନ କରିବାକୁ ପଡିବ । ପ୍ରବେଶ ବେଳେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ କୋଭିଡ ନିୟମ ମାନିବାକୁ ପଡିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ସର୍ବେକ୍ଷଣ ସଂସ୍ଥା ୧୭ ମାର୍ଚରେ ତାଜମହଲକୁ ବନ୍ଦ କରିଦେଇଥିଲା । ତେବେ ଆଜିଠାରୁ ଏହାକୁ […]

Continue Reading

୧୮ ଶହ ବୋତଲ କଫ୍ ସିରପ ଜବତ, ଜଣେ ଗିରଫ

ବଲାଙ୍ଗିର: ରାଜ୍ୟରେ ବଢ଼ି ଚାଲିଛି ବେଆଇନ୍ କଫ ସିରପ କାରବାର । ବଲାଙ୍ଗିର ସହର ମାଲପଡାରୁ ୧୮ ଶହ ବୋଲତ କଫ ସିରଫ ଜବତ ହୋଇଛି । ଯାହାର ଅନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଜଗବନ୍ଧୁ ମହେର । ଗତକାଲି ସନ୍ଧ୍ୟାରେ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଜଗବନ୍ଧୁଙ୍କ ଘରେ ଚଢ଼ାଉ କରିଥିଲେ । ଚଢ଼ାଉ […]

Continue Reading

ଦେଶରେ କୋଭିଡ-୧୯ ପ୍ଲାଜମା ବ୍ୟାଙ୍କ ସଂଖ୍ୟାକୁ ନେଇ କୌଣସି ତଥ୍ୟ ନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ କୋଭିଡ-୧୯ ପାଇଁ ଧାର୍ଯ୍ୟ ପ୍ଲାଜମା ବ୍ୟାଙ୍କ ସଂଖ୍ୟା ବିଷୟରେ କୌଣସି ତଥ୍ୟ ନଥିବା ସରକାର ରାଜ୍ୟସଭାକୁ କହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା କୋଭିଡ-୧୯ ଚିକିତ୍ସା ପାଇଁ କନଭାଲେସେଣ୍ଟ ପ୍ଲାଜମା ଥେରାପି ସୁପାରିଶ କରାଯାଇ ନାହିଁ ଏବଂ ପ୍ଲାଜମା ବ୍ୟାଙ୍କ ଗଠନ ପାଇଁ କୌଣସି ପ୍ରସ୍ତାବ ନାହିଁ ବୋଲି ରାଜ୍ୟସଭାରେ ସୂଚନା ଦିଆଯାଇଛି। ଏକ ଲିଖିତ ଉତ୍ତରରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଅଶ୍ୱିନୀ ଚୌବେ କହିଛନ୍ତି ଯେ କୋଭିଡ ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇବା ପାଇଁ […]

Continue Reading

ପୋଲିସ ନାଁରେ ନବବଧୂକୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ପୁଲିସ୍ ନାଁରେ ହତ୍ୟା ଅଭିଯୋଗ। ମିଳିଥିବା ସୂଚନା ଅନୁସାରେ ତୋମାଣ୍ଡୋ ଥାନା ପୋଲିସ କର୍ମଚାରୀ ବିଜୟ କୁମାର ଗୋଚ୍ଛାୟତ ଏବଂ  ତାଙ୍କ ପୁଅ ଯାମିନୀ ଗୋଚ୍ଛାୟତଙ୍କ ନାଁରେ ହତ୍ୟା ଅଭିଯୋଗ ହୋଇଛି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ଝିଅର ପରିବାର ଲୋକେ। ଏ ନେଇ ତୋମାଣ୍ଡୋ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି ମୃତଦେହ। ମୁତକ ଜଣଙ୍କ ହେଲେ ବନ୍ଦନା ଜେନା । ଗତ ଫେବୃଆରୀ ମାସରେ ତମାଣ୍ଡୋରେ […]

Continue Reading