ବଜ୍ରପାତ ସହ ବର୍ଷା ଆଶଙ୍କା; ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ନବରଙ୍ଗପୁର, କନ୍ଧମାଳ, ବରଗଡ, କଟକ (କଟକ ସିଟି), ଅନୁଗୁଳ, ଖୋର୍ଦ୍ଧା (ଭୁବନେଶ୍ୱର), ଝାରସୁଗୁଡା, ସମ୍ବଲପୁର, ମାଲକାନଗିରି, ରାୟଗଡା, ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନୟାଗଡ ଆଦି ଜିଲ୍ଲା ରହିଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର […]

Continue Reading

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ: ଅଭିନେତାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ବିଚ୍ଛେଦକୁ ନେଇ ବାକବିତର୍କ ଲାଗି ରହିଛି । ଏଭଳି ସମୟରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବର୍ଷା । ପ୍ରାପ୍ତ ସୂଚନାନୁଯାୟୀ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଥିବା ମାମଲାକୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ଆବେଦନ କରିଛନ୍ତି । ହେଲେ ଅନୁଭବ ତାଙ୍କ ପକ୍ଷ ନଶୁଣି କୌଣସି ରାୟନ ଦେବାକୁ କ୍ୟାଭେଟ୍ ଫାଇଲ୍ କରିଛନ୍ତି […]

Continue Reading

ଭୁବନେଶ୍ୱରରେ ଓଲଟିଲା ପଥର ବୋଝେଇ ଟ୍ରକ୍‌; ୪ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ସ୍ଥିତ ମେଣ୍ଢାଶାଳ ଛକ ନିକଟରେ ଏକ ପଥର ବୋଝେଇ ମିନି ଟ୍ରକ୍ ଓଲଟି ପଡିବା ଫଳରେ ପ୍ରାୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଉକ୍ତ ଟ୍ରକଟି ଖୋର୍ଦ୍ଧାରୁ ଚନ୍ଦକା ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିବା ସହ ପାଖରେ ଥିବା ହୋଟେଲ୍ ଓ କେବିନରେ ବାଡେଇ ହୋଇଯାଇଥିଲା । ଖବର ପାଇ ଚନ୍ଦକା ପୋଲିସ ଘଟଣାସ୍ଥଳରେ ପହଞ୍ଚି […]

Continue Reading

ଆଇପିଏଲ : ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍‌ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟା୩୦ରେ ଆଇପିଏଲର ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍‌ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ପ୍ରଶଂସକମାନେ ଦୀର୍ଘ ଦିନ ପରେ ପଡିଆରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଦେଖିବେ । ଭାରତୀୟ କ୍ରିକେଟରେ ଦୁଇ ଭଲ ବ୍ରେନ୍ ଧୋନୀ ଏବଂ ରୋହିତ ଶର୍ମାଙ୍କ ଅଧିନାୟକ ଦକ୍ଷତା ମଧ୍ୟରେ ଏଥିରେ ପରଖା ଯିବ । […]

Continue Reading

ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୨, ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଜପତିରୁ ୧, ପୁରୀରୁ ୧, ରାୟଗଡାରୁ ୧ ଓ ସମ୍ବଲପୁରରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ବରଗଡରୁ ୬୩ ବର୍ଷ ବୟସ୍କ ପୁରୁଷ ଓ ୫୫ ବର୍ଷ ବର୍ଷୀୟ […]

Continue Reading

ପଶ୍ଚିମବଙ୍ଗ, କେରଳରୁ ଧରାପଡିଲେ ୯ ଆତଙ୍କବାଦୀ

ମୁର୍ସିଦାବାଦ: ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ନାକୁଲମରେ ୯ ଅଲକାଏଦା ଆତଙ୍କବାଦୀ ଗିରଫ ହୋଇଛନ୍ତି । ରାଷ୍ଟ୍ରୀୟ ଯାଂଚ ଏଜେନ୍ସି (ଏନଆଇଏ)ର ଏହା ଏକ ବହୁତ ବଡ ସଫଳତା ଭାବେ ବିବେଚନା କରାଯାଉଛି । ଆଗକୁ ଗିରଫଙ୍କ ସଂଖ୍ୟା ବଢ଼ିପାରେ ବୋଲି ଏନଆଇଏ ପକ୍ଷରୁ କୁହାଯାଇଛି । ରାଜଧାନୀ ଦିଲ୍ଲୀ, ଏନସିଆର ସମେତ ଦେଶର କେତେକ ସ୍ଥାନରେ ବଡ ଧରଣର ବିସ୍ଫୋରଣ ଘଟାଇବା ପାଇଁ ଯୋଜନା କରୁଥିଲେ । ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣର ଡିଜିଟାଲ ଉପକରଣ, […]

Continue Reading

ଓଡିଶାରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୪୨୦୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୪୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୬୮ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି […]

Continue Reading

ଦେଶ ବିଦେଶଫିଚରବାଣିଜ୍ୟ ଗୁଗୁଲ ପ୍ଲେ-ଷ୍ଟୋରରୁ ହଟିଲା ପେଟିଏମ୍ ଆପ୍‌, ଜାଣନ୍ତୁ କାହିଁକି ?

ଭୁବନେଶ୍ୱର : ଲୋକପ୍ରିୟ ଡିଜିଟାଲ ପେମେଣ୍ଟ ଆପ୍ଲିକେସନ ପେଟିଏମକୁ ପ୍ଲେ-ଷ୍ଟୋରରୁ ହଟାଇ ଦେଇଛି ଗୁଗୁଲ୍ । ଏହା ଦ୍ୱାରା ଏବେ ଗୁଗୁଲ୍ ପ୍ଲେ ଷ୍ଟୋରରୁ ଆଉ ପେ ଟିମ୍ ଆପ୍ ଡାଉନଲୋଡ କରାଯାଇପାରିବ ନାହିଁ । ତେବେ ପେଟିଏମର ମୂଳ କମ୍ପାନି ୱାନ୯୭ କମ୍ୟୁନିକେସନ ମାଲିକାନାରେ ଥିବା ପେଟିଏମ୍ ମନି ପେଟିଏମ୍ ମଲ୍ ଓ ପେଟିଏମ୍ ବିଜିନେସ୍ ଭଳି ଅନ୍ୟ ଆପଗୁଡିକ ଏବେ ବି ପ୍ଲେ ଷ୍ଟୋରରେ ରହିଛି । କେବଳ ପେଟିଏମ୍ ପେମେଣ୍ଟ ଆପକୁ ଗୁଗୁଲ […]

Continue Reading

୯୩ କେଜି.ର ଗଞ୍ଜେଇ ଜବତ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଭରତପୁର ନିକଟରେ ଅବକାରୀ ବିଭାଗ ଶୁକ୍ରବାର ସକାଳେ ୯୩ କେଜି. ଓଜନର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଏକ ଏସୟୁଭି ଗାଡିରୁ ଗଞ୍ଜେଇ ଭର୍ତ୍ତି ୯୩ଟି ପ୍ୟାକେଟ୍ ମିଳିଥିଲା । ଉକ୍ତ ଗାଡିଟି କନ୍ଧମାଳରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା । ଏଥିସହିତ ସେଥିରୁ ଏକାଧିକ ଗାଡି ନଂ ପ୍ଲେଟ୍ ମଧ୍ୟ ଜବତ କରାଯାଇଛି । ଏହି ଘଟଣାରେ ଡ୍ରାଇଭରଙ୍କୁ ଗିରଫ କରିବା ସହ ମେଡିକାଲ୍ ପରୀକ୍ଷା […]

Continue Reading

ପୂର୍ବତନ ମନ୍ତ୍ରୀଙ୍କ ଘରେ ସିବିଆଇର ଚଢ଼ାଉ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ରଙ୍କ ଘରେ ସିବିଆଇ ପକ୍ଷରୁ ଛାନଭିନ୍ କରାଯାଇଛି। ସିବିଆଇର ଏକ ଟିମ୍ ପ୍ରାୟ ଦୁଇ ଘଣ୍ଟା ଧରି ଛାନଭିନ୍ କରିବା ପରେ କିଛି ଦସ୍ତାବିଜ୍ ଧରି ବିଧାୟକ ଶ୍ରୀ ମିଶ୍ରଙ୍କ ଘରୁ ଫେରିଯାଇଥିବା ଜଣାଯାଇଛି । ଅନ୍ୟ ପକ୍ଷରେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ମିଶ୍ର। ସେ କହିଛନ୍ତି, ୨୦୧୩ରୁ ଏ ମାମଲାର ତଦନ୍ତ କରୁଛି ସିବିଆଇ। ଏଥିରେ ମୁଁ ସହଯୋଗ କରୁଛି। ପୂର୍ବରୁ […]

Continue Reading