ମାଗିଥିଲେ ୧୫ ଦିନ, ମିଳିଲା ୭ ଦିନ
ଭୁବନେଶ୍ୱର: ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମାଗିଥିଲା। ମାତ୍ର ଜିଲ୍ଲା ଦୌରା ଜଜ୍ ୭ ଦିନିଆ ରିମାଣ୍ଡ ନେବାକୁ ଅନୁମତି ଦେଇଛନ୍ତି। ରିମାଣ୍ଡରେ ନେଇ ୧୩ ତାରିଖରେ ହାଜର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ମାମଲା ଦିନକୁ ଦିନ ବୁଢ଼ୀଆଣି ଜାଲରେ ଛନ୍ଦି ହେଉଛି। ପ୍ରତିଦିନ ନୂଆ ନୂଆ ଖିଅ ବାହାରୁଛି। ଅର୍ଚ୍ଚନାଙ୍କ ଲିଙ୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି) କିଛି ଲୋକଙ୍କୁ ଜେରା […]
Continue Reading
