ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ଆପର ରକ୍ତଦାନ ଶିବିର
ଭୁବନେଶ୍ୱର : ଶହୀଦ ଭଗତ ସିଂଙ୍କ ଜୟନ୍ତୀ ପାଳନ କରିବା ଅବସରରେ ଆମ୍ ଆଦମୀ ପାର୍ଟି ଓଡିଶା ତରଫରୁ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆପ୍ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର ରକ୍ତଦାନ ଶିବିରର ଉଦଘାଟନ କରି ରକ୍ତଦାନ କରିଥିଲେ । ଡେଙ୍ଗୁ ପାଇଁ ରାଜଧାନୀରେ ପ୍ଲାଟଲେଟର ଅଭାବ ଥିଲାବେଳେ, ଆଜିର ଏହି ରକ୍ତଦାନ ଶିବିର ଜନ ସାଧାରଣଙ୍କୁ ସାହାଯ୍ୟ କରିବ […]
Continue Reading
