୪୦ ଲକ୍ଷର ବ୍ରାଉନ ସୁଗାର ଜବତ, ୩ ଗିରଫ
ଭୁବନେଶ୍ୱର: ଧରାପଡିଲେ ବ୍ରାଉନସୁଗାର ବେପାରୀ। ଜବତ ହେଳା ବିପୁଳ ଧଳା ଜହର। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରରୁ ୪୦ ଲକ୍ଷର ୪୦୦ ଗ୍ରାମ ବ୍ରାଉନୋ ସୁଗାର ଜବତ ହୋଇଛି। ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହଛନ୍ତି, ଗତକାଲି ରେଡ୍ ବେଳେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ନିକଟରୁ ୪୦୦ ଗ୍ରାମର ବ୍ରାଉନ୍ ସୁଗାର […]
Continue Reading
