VSSUT ର ହେବ ରୂପାନ୍ତରୀକରଣ: 2026 ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜି (VSSUT) ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । 2026ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ଟି ପର୍ଯ୍ୟାୟରେ 2000 କୋଟି ଟଙ୍କା ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ ଗତ ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି […]
Continue Reading
