ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ୧୦ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବାର୍ଷିକ ସ୍ୱାସ୍ଥ୍ୟବୀମା ପରିମାଣ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ୨୦୧୨-୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନୀ ମାଧ୍ୟମରେ ବିଧାୟକ ଓ ପୂର୍ବତନ ବିଧାୟକ ଓ ସେମାନଙ୍କର ପତ୍ନୀଙ୍କ ନିମନ୍ତେ ବାର୍ଷିକ ୫ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛି । ସୂଚନା ଅନୁସାରେ, ସ୍ୱାସ୍ଥ୍ୟସେବାର ବ୍ୟୟବୃଦ୍ଧି ଦୃଷ୍ଟିରୁ ବିଧାୟକ ଓ ପୂର୍ବତନ ବିଧାୟକମାନେ ଏହି ସ୍ୱାସ୍ଥ୍ୟବୀମା ରାଶିର ପରିମାଣକୁ ବୃଦ୍ଧି କରିବା ନିମନ୍ତେ ବାରମ୍ବାର ଦାବି […]
Continue Reading
