ତିନି ଦିନଆ ପୁରୀ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

Top Storise ରାଜ୍ୟ

ପୁରୀ: ତିନି ଦିନିଆ ଗସ୍ତରେ ଆଜି ପୁରୀରେ ପହଞ୍ଚିଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି ରାଜ୍ୟପାଳ । ଏହି ଉପବନକୁ ଧର୍ମପତ୍ନୀ ସ୍ୱର୍ଗତା ସୁଶୀଳା ଦେବୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ।

କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ପ୍ରମୋଦ ମେହେର୍ଦ୍ଦା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଗିରୀଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *