ଓମିକ୍ରନ୍‌ ଭୟ; ଏଥର ହେବନି ପଞ୍ଚାୟତ ନିର୍ବାଚନ

Top Storise ଦେଶ- ବିଦେଶ ରାଜନୀତି

ଭୋପାଳ: ଦେଶରେ ଓମିକ୍ରନ୍‌ ଆତଙ୍କ ମଧ୍ୟରେ ମଧ୍ୟପ୍ରଦେଶରେ ପଞ୍ଚାୟତ ନିର୍ବାଚନ ବର୍ତ୍ତମାନ ସ୍ଥଗିତ ରଖାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଆଜି ମଧ୍ୟପ୍ରଦେଶରେ ସରକାରଙ୍କ କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ଏହି ନିୟମ ପ୍ରତ୍ୟାହାର କରି ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଯାଇଛି।

ଇନ୍ଦୋରରେ ଓମିକ୍ରନର ୮ଟି ମାମଲା ଚିହ୍ନଟ ହୋଇଛି। ଏ ନେଇ ଏମ୍‌ପି ସରକାର ସତର୍କତା ଅବଲମ୍ବନ କରିଛନ୍ତି।

ମଧ୍ୟପ୍ରଦେଶରେ ପଞ୍ଚାୟତ ନିର୍ବାଚନ ସମ୍ପର୍କରେ ଗତ ମାସରେ ରାଜ୍ୟ ସରକାର ଏକ ନିୟମ ପ୍ରଣୟନ କରି ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଥିଲେ। ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନର କାର୍ଯ୍ୟସୂଚୀ ମଧ୍ୟ ଘୋଷଣା କରାଯାଇଥିଲା।

Leave a Reply

Your email address will not be published. Required fields are marked *