ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

Top Storise ରାଜ୍ୟ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଜେଡି ବିଧାୟକ ବଦ୍ରି ପାତ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଛି। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି। ବଦ୍ରିନାରାୟଣ ପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ତାଙ୍କର ହାର୍ଟରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ନେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି।

Leave a Reply

Your email address will not be published. Required fields are marked *