ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ

Top Storise ଦେଶ- ବିଦେଶ

ନୂଆଦିଲ୍ଲୀ: ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ। ମହାମାରୀ କରୋନାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଅଭିଯୋଗକୁ ନେଇ ଚାପରେ ଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଇସ୍ତଫା ଦେଇଛନ୍ତି।

ଆଜି କେନ୍ଦ୍ର କ୍ୟାବିନେଟ ଅଦଳବଦଳ ପୂର୍ବରୁ ସେ ତାଙ୍କ ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଠାଇ ଦେଇଥିବା ଜଣାପଡ଼ିଛି।

ଦେଶର କୋଭିଡ-୧୯ ସଙ୍କଟକୁ ନିୟନ୍ତ୍ରଣ କରିଥିବାରୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସମାଲୋଚନା କରାଯାଇଥିଲା।

Leave a Reply

Your email address will not be published. Required fields are marked *