ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଟିମ୍: ଓଡ଼ିଶାରୁ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା

Top Storise କ୍ରୀଡ଼ା ଦେଶ- ବିଦେଶ ରାଜ୍ୟ

ନୂଆଦିଲ୍ଲୀ: ଦୁଇ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଲିମ୍ପିକ୍ସ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ୧୫ ଜଣିଆ ଟିମରେ ଅଛନ୍ତି ଦୁଇ ଓଡ଼ିଆ । ଗତକାଲି ମହିଳା ଦଳରେ ଓଡ଼ିଆ ଖେଳାଳି ଦୀପଗ୍ରେସ ଏକ୍କା ସାମିଲ ହୋଇଥିଲେ । ଏଥର ଟୋକିଓ ଅଲିମ୍ପିକ୍ସ ପାଇଁ ଉଭୟ ପୁରୁଷ ଓ ମହିଳା ହକି ଟିମରେ ସ୍ଥାନ ପାଇଛନ୍ତି ତିନି ଜଣ ଓଡ଼ିଆ ଖେଳାଳି ।

Leave a Reply

Your email address will not be published. Required fields are marked *