ଭଞ୍ଜସେନା ପକ୍ଷରୁ ୯ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ପାଳନ

Top Storise ରାଜ୍ୟ

ମୟୂରଭଂଜ: ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ଆଜି ଭଂଜସେନା ପକ୍ଷରୁ ମୟୂରଭଂଜ ପାଳନ କରାଯାଉଛି । ସକାଳ ୬ଟାରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ଦୋକାନ ବଜାର ବନ୍ଦ ରହିଛି । ଜରୁରୀ ସେବାକୁ ବାଦ ଦିଆଯାଇଛି । ଅପରାହ୍ନ ୩ଟା ଯାଏଁ ଏହି ବନ୍ଦ ପାଳନ କରାଯିବ ।ଏହି ବନ୍ଦକୁ କଂଗ୍ରେସ, ସିପିଏମ୍ ଏବଂ ସିଟୁ ସମର୍ଥନ କରିଛି ।

Leave a Reply

Your email address will not be published. Required fields are marked *