ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର Top Storise ରାଜ୍ୟ March 24, 2021March 24, 2021Leave a Comment on ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ଛତିଶଗଡ ନାରାୟଣପର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଶକ୍ତିଶାଳୀ ବିସ୍ଫୋରଣରେ ଉଡିଲା ଡିଆରଜି ଯବାନଙ୍କ ବସ୍ । ଗୁରୁତରଙ୍କ ସଂଖ୍ୟା ୧୦ ଟପିଥିଲାବେଳେ ସହିଦ ହୋଇଛନ୍ତି ୫ ଯବାନ । Post Views: 107