ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ Top Storise ରାଜ୍ୟ September 10, 2022September 10, 2022Alok RanjanLeave a Comment on ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ପୁରୀ: ହ୍ୟାକ୍ ହେଲା ପୁରୀ ଜିଲ୍ଲାପାଳଙ୍କ ଆକାଉଣ୍ଟ । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି । ଚାଇନାର ଏକ ସଂସ୍ଥା ହ୍ୟାକ୍ କରିଥିବା ନେଇ ସୂଚନା ମିଳିଛି । ତେବେ ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । Post Views: 130