ଓଡ଼ିଶାରେ ବାତ୍ୟା ‘ମୋନ୍ଥା’ର ପ୍ରଭାବ: ଗଞ୍ଜାମ ଓ ଗଜପତିରେ ବର୍ଷା ଆରମ୍ଭ, ସରକାର ପ୍ରସ୍ତୁତ

ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ଓଡ଼ିଶାରେ ପାଗ ବଦଳିଯାଇଛି। ଦକ୍ଷିଣ ଓଡ଼ିଶାରେ ବିଶେଷ କରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଗୋପାଳପୁରରେ ପବନ ସହ ଝିପିଝିପି ବର୍ଷା ଦେଖାଦେଇଛି, ଯେଉଁଠାରୁ ବାତ୍ୟା ବର୍ତ୍ତମାନ ୭୯୦ କିଲୋମିଟର ଦୂରରେ ରହିଛି। ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ମଧ୍ୟ ମେଘାଚ୍ଛନ୍ନ ପାଗ ସହ ବର୍ଷା ଜାରି ରହିଛି।  ଆଜି ପାଇଁ ଗଞ୍ଜାମ ଓ ଗଜପତିକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତାକାଲି ପାଇଁ ରେଡ୍ ଆଲର୍ଟ […]

Continue Reading

ଭୁବନେଶ୍ବରରୁ ଝାରସୁଗୁଡ଼ାକୁ ଉଡ଼ିଲା ବିମାନ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରୁ ଝାରସୁଗୁଡ଼ାକୁ ଉଡ଼ିଲା ବିମାନ। ଆଜି ଭୁବନେଶ୍ବର ବିମାନବନ୍ଦରରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଏବେ ୧୪ଟି ଏୟାରଷ୍ଟ୍ରିପ ଅଛି। ଆଗକୁ ୧୫ ଜିଲ୍ଲାରେ ହେଲିପ୍ୟାଡ୍ ନିର୍ମାଣ କରାଯିବ। ଭୁବନେଶ୍ବର ବିମାନବନ୍ଦର ଇଣ୍ଡିଗୋ ଏୟାରଲାଇନ୍ସ ହବ୍ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ଵରରୁ ଝାରସୁଗୁଡାକୁ ଯିବାକୁ ୪୫ମିନିଟ ଲାଗିବ।

Continue Reading