ଆଖି ବୁଜିଲେ ବିଜେଡି ନେତା ବିଷ୍ଣୁ ଦାସ
ଭୁବନେଶ୍ୱର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ। ଗତକାଲି ସନ୍ଧ୍ୟାରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ କିଛି ଦିନ ହେବ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା […]
Continue Reading