ମୋଦୀଙ୍କ ୭୬ତମ ଜନ୍ମଦିନରେ ଶ୍ରୀମନ୍ଦିର ସମ୍ମୁଖରେ ଦୀପଦାନ

ମନମୋହନ ସାମଲ ଓ ସମ୍ବିତ ପାତ୍ରଙ୍କ ସହ ବିଜେପି ନେତା-କର୍ମୀଙ୍କ ଅଂଶଗ୍ରହଣ ପୁରୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ଓ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ସମେତ ଦଳର ନେତା ଓ କର୍ମୀମାନେ ଯୋଗଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦୀପଦାନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ମଙ୍ଗଳ, ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରି […]

Continue Reading

ସେପ୍ଟେମ୍ବର ୫ ଓ ୬ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ଓ ୬ ତାରିଖରେ କଟକ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ସହ ବିଭିନ୍ନ ସାମାଜିକ ପ୍ରସଙ୍ଗ ଉପରେ ବୈଠକରେ ବିସ୍ତୃତ ଆଲୋଚନା ହେବ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ୫ ତାରିଖରେ ଆରମ୍ଭ ହେବାକୁ ଥିବା ବୈଠକକୁ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ସୁନୀଲ ବଂସଲ ଉଦ୍‌ଘାଟନ କରିବେ। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ […]

Continue Reading

ନବୀନଙ୍କ ମନ୍ତବ୍ୟକୁ ବିଜେପି ସାଂସଦଙ୍କ କଡ଼ା ପ୍ରତିବାଦ, ‘ଓଡ଼ିଆଙ୍କୁ ଦୁର୍ବଳ ଭାବନ୍ତୁ ନାହିଁ’

ନୂଆଦିଲ୍ଲୀ: ବିଜେଡି ସଭାପତି ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମ୍ପ୍ରତିକ ମନ୍ତବ୍ୟକୁ ନେଇ ବିଜେପିର ଓଡ଼ିଶା ସାଂସଦମାନେ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ଯେ, ନବୀନ ପଟ୍ଟନାୟକଙ୍କ ବିବୃତି ସମ୍ପୂର୍ଣ୍ଣ ତଥ୍ୟହୀନ, ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ। ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି, ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଦୁର୍ବଳ କିମ୍ବା ଅଜ୍ଞ ଭାବିବା ଉଚିତ୍ ନୁହେଁ। ୨୦୧୫ରୁ ୨୦୨୩ ମଧ୍ୟରେ ବିଜେଡି […]

Continue Reading

ବିଜେପିରେ ମିଶିବେ ବଦ୍ରି, ଡରିଲେଣି କେନ୍ଦୁଝର ନେତା

ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଏବେ ଦଳବଦଳ ଚର୍ଚ୍ଚା ଜୋର ଧରିଛି। ବିଜେଡିରୁ ବହିଷ୍କୃତ ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ବିଜେପିରେ ସାମିଲ ହେବା ପରେ ରାଜନୈତିକ ସମୀକରଣକୁ ନେଇ ବିଭିନ୍ନ ଆଲୋଚନା ଆରମ୍ଭ ହୋଇଛି। ଏହା ସହ ବିଭିନ୍ନ ନେତାଙ୍କ ଭବିଷ୍ୟତ ରାଜନୈତିକ ପଦକ୍ଷେପକୁ ନେଇ ମଧ୍ୟ ଚର୍ଚ୍ଚା ବଢ଼ିଛି। ଏହି ପ୍ରସଙ୍ଗରେ କେନ୍ଦୁଝର ଜିଲ୍ଲାର ରାଜନୀତି ଉପରେ ସମସ୍ତଙ୍କ ନଜର ରହିଛି। ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ହୋଇଥିବାରୁ ଏଠାରେ ରାଜନୈତିକ ସମୀକରଣକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଦୀର୍ଘଦିନ […]

Continue Reading