ଶୋଭାଯାତ୍ରାରେ ତାରାଙ୍କୁ ଆକ୍ରମଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ । ଏକ ଶୋଭାଯାତ୍ରାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ  ଆକ୍ରମଣ ଅଭିଯୋଗ ହୋଇଛି। ଗତ ୧୪ ରାତିରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।  ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସାମିଲ ହୋଇଥିଲେ। କୋରାପୁଟ ବସଷ୍ଟାଣ୍ଡ ନିକଟରେ ହଠାତ କୃଷ୍ଣଚନ୍ଦ୍ର କୁଲଦୀପ ନାମକ ଜଣେ ବ୍ୟକ୍ତି ବାହିନୀପତିଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଥିବା ଲୋକେ କୃଷ୍ଣକୁ କାବୁ […]

Continue Reading