ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ […]
Continue Reading
